Posted inଜାତୀୟ

୨୦ ମହଲା କୋଠାରେ ଲାଗିଲା ନିଆଁ

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳ ଗୋୱାଲିଆ ଟ୍ୟାଙ୍କର ଗାନ୍ଧୀ ହସ୍ପିଟାଲ ସମ୍ମୁଖରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ସକାଳେ କୋଠାର ୧୮ ମହଳାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଖବର ପାଇ ଦମକଳ ବାହିନୀର ୧୩ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲା। ଦୀର୍ଘ ଘଣ୍ଟାର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିଲା। କୋଠାରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ଅଗ୍ନିଶମ ବିଭାଗର ଜଣେ ଅଧିକାରୀ କହିଛନ୍ତି। ହେଲେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri