ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗଦେଲେନି ଦୁଇ ଉପ-ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ, ୮/୬: ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମନ୍ତ୍ରୀ ମଣ୍ଡଳର ଗୁରୁତ଼୍ବପୂର୍ଣ୍ଣ ବୈଠକ ଡକାଇଥିଲେ । ହେଲେ ଏହି ବୈଠକରେ ଯୋଗ ଦେଇନାହିନ୍ତି ଦୁଇ ଉପ-ମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ ଏବଂ କେଶବ ମୌର୍ଯ୍ୟ। ପ୍ରାୟ ଏକ ଘଣ୍ଟାଧରି ଏହି ବୈଠକ ଚାଲିଥିଲା। ଚଳିତ ଲୋକସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ ଭାଜପା ନୈରାଶ୍ୟ ଜନକ ପ୍ରଦର୍ଶନ କରିଛି। ଏନେଇ ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜ ମନ୍ତ୍ରୀ ମଣ୍ଡଳର ବୈଠକ କରିଥିଲେ । ନିର୍ବାଚନ ଛଡ଼ା ଅନ୍ୟ ବିଷୟରେ ମଧ୍ୟ ଏହି ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେଉଁ କାରଣ ପାଇଁ ଅନୁପସ୍ଥିତ ଥିଲେ ତାହା ଜଣାପଡ଼ିନାହିଁ। ମୁଖ୍ୟମନ୍ତ୍ରୀ ଅନ୍ୟ ମନ୍ତ୍ରୀମାନଙ୍କୁ ରାଜ୍ୟର ବିଭିନ୍ନ କାର୍ଯ୍ୟ କିପରି ଚାଲିଛି ସେ ବିଷୟରେ ବୁଝିଥିବା କୁହାଯାଉଛି। ମନ୍ତ୍ରୀମାନଙ୍କୁ ଜନତାଙ୍କ ନିକଟକୁ ଯାଇ ତୃଣମୂଳ ସ୍ତରରୁ ନିଜ ନିଜ ବିଭାଗ ପାଇଁ କାର୍ଯ୍ୟକରିବାକୁ କୁହାଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri