Posted inଜାତୀୟ

ତୁଷାରପାତରେ ଚାଲିଗଲା ୨ ଜୀବନ

ଶ୍ରୀନଗର,୨୪।୧୦: ଜମ୍ମୁ-କଶ୍ମୀରର ତୁଷାରପାତରେ ଫସି ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥି ସହ ୨ ଜଣ ଆହତ ମଧ୍ୟ ହୋଇଛନ୍ତି। ଶନିବାର ଜମ୍ମୁ- କଶ୍ମୀରରେ ତୁଷାରପାତ ଆରମ୍ଭ ହୋଇଥିଲା। ତେବେ ରବିବାର ଅନନ୍ତନାଗ ଜିଲାର ସିନ୍ଥାନ ପାସରେ ୪ ଜଣ ଫସିରହିଥିଲେ।
ଏ ନେଇ ଖବର ପାଇଁ ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ, ପୋଲିସ ଏବଂ ସେନା ସମେତ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ୪ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ହସ୍ପିଟାଲରେ ମୃତ୍ୟୁ ହୋଇଛି । ବାକି ୨ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଠେଲାପେଲାରେ ତଳେ ପଡ଼ିଲେ ରାହୁଲ

ନୂଆଦିଲ୍ଲୀ, ୨।୧୦:ଉତ୍ତରପ୍ରଦେଶ ହାଥ୍‌ରାସରେ ହୋଇଥିବା ଗଣବଳାତ୍କାର ଘଟଣାର ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀ ଏବଂ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ...

ରାଷ୍ଟ୍ରପତି ରେସ୍‌ରେ ଶରଦଙ୍କ ନାଁ

ନୂଆଦିଲ୍ଲୀ,୬।୧: ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୨୦୨୨ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ନିଜ ନିଜର ଆଶାୟୀ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବାକୁ ଏବେଠାରୁ ଯୋଜନା କରୁଛନ୍ତି।...

ପୂର୍ବରୁ କାହିଁକି ଟିକା ନେଲେ ନାହିଁ ପ୍ରଧାନମନ୍ତ୍ରୀ: ଅଧୀର ରଞ୍ଜନ

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ୧ ତାରିଖରୁ ଦେଶରେ କରୋନା ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ କରୋନା ଟିକା ନେଇ ଏହାର...

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୯।୧୧: ‘ଠାକ୍‌ରେ’ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ଉଦ୍ଧବ ଠାକ୍‌ରେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ବିଶାଳ ଜନସମୁଦ୍ରର ଉପସ୍ଥିତିରେ...

ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ

ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା...

ସିଏଏକୁ ନେଇ ଆସାମରେ ଶାହାଙ୍କୁ କଳା ପତାକା ପ୍ରଦର୍ଶନ

ଗୁଆହାଟି, ୨୫।୧: ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅସାମ ଗସ୍ତ ସମୟରେ କଳା ପତାକା ପ୍ରଦର୍ଶନ ସହିତ ମଶାଲ...

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ବେଳେ ସାମାନ୍ୟ ଜ୍ୱର...

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ,...

Advertisement
Archives

Model This Week