Posted inଜାତୀୟ

ତୁଷାରପାତରେ ଚାଲିଗଲା ୨ ଜୀବନ

ଶ୍ରୀନଗର,୨୪।୧୦: ଜମ୍ମୁ-କଶ୍ମୀରର ତୁଷାରପାତରେ ଫସି ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥି ସହ ୨ ଜଣ ଆହତ ମଧ୍ୟ ହୋଇଛନ୍ତି। ଶନିବାର ଜମ୍ମୁ- କଶ୍ମୀରରେ ତୁଷାରପାତ ଆରମ୍ଭ ହୋଇଥିଲା। ତେବେ ରବିବାର ଅନନ୍ତନାଗ ଜିଲାର ସିନ୍ଥାନ ପାସରେ ୪ ଜଣ ଫସିରହିଥିଲେ।
ଏ ନେଇ ଖବର ପାଇଁ ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ, ପୋଲିସ ଏବଂ ସେନା ସମେତ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ୪ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ହସ୍ପିଟାଲରେ ମୃତ୍ୟୁ ହୋଇଛି । ବାକି ୨ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ସହ ବର୍ଷକୁ ଶହେ ଦିନ ରହିବେ ଏନ୍‌ଏସ୍‌ଜି ଯବାନ: ଶାହା

କୋଲକାତା,୧।୩: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ସକାଳ ପ୍ରାୟ ୧୧ଟାରେ କୋଲକାତାରେ ପହଞ୍ଚିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ(ଏନ୍‌ଏସ୍‌ଜି)ର ନୂତନ ଗୃହ...

ଜାମିନ ଶୁଣାଣିର ୧ ଘଣ୍ଟା ପୂର୍ବରୁ ଆଖି ବୁଜିଲେ ଷ୍ଟାନ୍‌ ସ୍ବାମୀ

ମୁମ୍ବାଇ, ୫।୭: ଭୀମା କୋରେଗାଁଓ-ଏଲ୍‌ଗାର ପରିଷଦ ମାମଲାରେ ବିଚାରାଧୀନ କଏଦୀ ଥିବା ୮୪ ବର୍ଷୀୟ ଆଦିବାସୀ ଅଧିକାର କର୍ମୀ ଫାଦର ଷ୍ଟାନ୍‌ ସ୍ବାମୀଙ୍କ ସୋମବାର ପରଲୋକ...

କମିଲା ସାପ୍ତାହିକ ସଂକ୍ରମଣ : ହାର ୦.୧୦ ପ୍ରତିଶତ…

ନୂଆଦିଲ୍ଲୀ, ୧୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ସ୍ବାଧୀନତା ଦିବସର ୯୨ ମିନିଟ୍‌ର ଭାଷଣ: ପ୍ରଧାନମନ୍ତ୍ରୀ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର କଲେ ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୯୨ ମିନିଟ୍‌ ଭାଷଣ ଦେଇଛନ୍ତି। ଏହି ସମୟରେ...

ଲେହ ମାନଚିତ୍ର ବିବାଦ: ଗୃହ କମିଟିରେ କ୍ଷମା ମାଗିଲା ଟୁଇଟର

ନୂଆଦିଲ୍ଲୀ,୩୦ା୧୦: ଲେହକୁ ଚାଇନାର ଅଞ୍ଚଳ ଭାବେ ଦର୍ଶାଇଥିବା ମାଇକ୍ରୋ-ବ୍ଲଗିଙ୍ଗ୍‌ ସାଇଟ ଟୁଇଟର ଗୁରୁବାର ଏଥିପାଇଁ ଯୁଗ୍ମ ସଂସଦୀୟ କମିଟି ନିକଟରେ କ୍ଷମାପ୍ରାର୍ଥନା କରିଛି। ଏନେଇ ସ୍ପଷ୍ଟୀକରଣ...

ହିନ୍ଦକୁଶ ଗ୍ୟାସିୟରରୁ ତରଳିଯିବ ୮୦ପ୍ରତିଶତ ବରଫ

ନୂଆଦିଲ୍ଲୀ,୨୦।୮: ଜଳବାୟୁ ପରିବର୍ତ୍ତନ ହେତୁ ବିଶ୍ୱର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଶତାଦ୍ଦୀର ଶେଷ ସୁଦ୍ଧା ହିନ୍ଦୁକୁଶ ହିମାଳୟର ଥିବା ଗ୍ଲାସିୟରରୁ ପ୍ରାୟ ୮୦ପ୍ରତିଶତ ବରଫ...

ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ କଡ଼ା ପଦକ୍ଷେପ, ୬୦ଟି ସ୍ଥାନରେ ଏନ୍‌ଆଇଏ ଚଢ଼ାଉ…

ଲକ୍ଷ୍ନୌ, ୧୨।୯ : ସଂଗଠିତ ଆତଙ୍କବାଦୀ ଗୋଷ୍ଠୀ ଏବଂ ଗ୍ୟାଙ୍ଗଷ୍ଟରଙ୍କ କାର୍ଯ୍ୟ କଳାପ ଉପରେ ରୋକ ପାଇଁ ଏନଆଇଏ କଡ଼ା ପଦକ୍ଷେପ ଗ୍ରହଣ କରିଛି। ଏହି...

ମନୋଜ ପାଣ୍ଡେ ହେବେ ପରବର୍ତ୍ତୀ ସ୍ଥଳସେନା ଉପମୁଖ୍ୟ

ନୂଆଦିଲ୍ଲୀ,୧୮।୧: ଦେଶର ପରବର୍ତ୍ତୀ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ନିଯୁକ୍ତି ଅଟକି ରହିଛି। ମାତ୍ର ମଙ୍ଗଳବାର ସରକାର ପୂର୍ବାଞ୍ଚଳ ସେନା କମାଣ୍ଡର ଲ୍ୟୁଟ୍‌ନାଣ୍ଟ ଜେନେରାଲ...

Advertisement
Archives

Model This Week