ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ପିଟିଲେ

ଝାରସୁଗୁଡା ଅଫିସ୍‌,୧୨।୧୨: ଝାରସୁଗୁଡ଼ା ଜିଲା ତାଳପଟିଆ ଫାଣ୍ଡି ଅଧୀନ ଦୁଲର୍ଗା ଗୌଡପଡା ଛକରେ ଗୁରୁବାର ରାତିରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବାଇକ୍‌ରେ ଥିବା ୩ ଜଣଙ୍କ ମଧ୍ୟରୁ ୨ଜଣ ମୃତ ଘଟିଥିବା ବେଳେ ଅନ୍ୟ ଜଣେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଯାଇଛି।

ମୃତକ ହେଲେ ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅନ୍ତର୍ଗତ ଅବନକେଲା ଗ୍ରାମର ସୁମନ୍ତ ସାହୁ(୨୩) ଓ ଟୁନା ପାତ୍ର(୨୨)। ଆହତ ଜଣକ ହେଲେ ସିମାଇଁ ନାୟକ(୧୮) ବୋଲି ଜଣାପଡିଛି  । ଖବରପାଇ ଫାଣ୍ଡି ଅଧିକାରୀ ସୁନିଲ ସରାଫ ଓ ଜଗଦୀଶ ଜେନା ପ୍ରମୁଖ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ପୋଲିସ ଟ୍ରକ୍‌ (ନଂ.ଏମ୍‌ଏଚ୍‌ ୩୧ଏପି ୭୧୮୯) ଏବଂ ବାଇକ୍‌ (ନଂ.ଓଡି ୧୬- ୯୯୫୪)କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri