Advertisement

ଇଟାଗଦାରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ୨ ଜୀବନ

ବରଗଡ଼ ଅଫିସ,୧୪।୧୧- ବରଗଡ଼ ଜିଲା ବିଜେପୁର -ପଦ୍ମପୁର ରାସ୍ତାର ଦୁବଲାବାହାଲ ନିକଟରେ ରବିବାର ଭୋରରେ ଏକ ସଡକ ଦୁର୍ଘଟଣା ଘଟିଛି। କାଠପଟା ବୋଝେଇ ଏକ ସବାରୀ ଗାଡ଼ି (ନଂ-୩୧୫୧) ରାସ୍ତାପାଶର୍‌ବରେ ରହିଥିବା ଏକ ଇଟାଗଦାରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଗାଡ଼ିରେ ବସିଥିବା ୨ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ତାଲପଦର ଗ୍ରାମର ଗଦନ ସାହୁ ଏବଂ କାର୍ତ୍ତିକ ବାଗ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଡାକ୍ତରଙ୍କ ମୁଖ୍ୟ ସହଯୋଗୀ କଟକରୁ ଗିରଫ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟ୍‌ ସହ ଚାକିରି ଠକେଇ ମାମଲାରେ ଗିରଫ ହୋଇ ଜେଲରେ...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି।...

ଅର୍ଥ ବାଧକ : ଅଧାରୁ ପାଠ ଛାଡ଼ିଲେ ଦୁଷ୍ମନ୍ତ

ଚମ୍ପୁଆ, ୭ା୬(ଡି.ଏନ.ଏ.): ସଭିଏଁ ପଢନ୍ତୁ ଓ ସଭିଏଁ ବଢନ୍ତୁ କାର୍ଯ୍ୟକ୍ରମ ଅନୁଯାୟୀ ଶିକ୍ଷିତହାର ବୃଦ୍ଧି କରିବା ଓ ବିଶେଷ ଭାବେ ଆଦିବାସୀ ହରିଜନ ଏବଂ ଆର୍ଥତ୍କ...

କୋଟିଏ ଟଙ୍କାର ରାସ୍ତାରେ ବସୁଛି ହାଟ

ଯାଜପୁର ଅଫିସ/ଯାଜପୁର ରୋଡ୍‌, ୨୧।୯ (ଡି.ଏନ୍‌.ଏ.): କର୍ମବର୍ଦ୍ଧିଷ୍ଣୁ ଯାଜପୁର ସହରର ଟ୍ରାଫିକ ସମ୍ଭାଳିବାକୁ ସହରରେ ନୂତନ ବିକଳ୍ପ ରାସ୍ତା ପ୍ରତି ଧ୍ୟାନ ଦିଆଯାଉନାହିଁ। ଜିଲା ପ୍ରଶାସନ,...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ

ବିଜେପୁର,୧୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାମ ଉନ୍ନୟନ ଓ...

ମୃତକଙ୍କ ଆଖି କାଢ଼ିନେବା ଘଟଣା: ମାମଲା ରୁଜୁ ପରେ ପୋଲିସର ତନାଘନା

ଭଦ୍ରକ ଅଫିସ, ୧୭ା୧୧- ପରିବାର ଲୋକଙ୍କ ଅଜାଣତରେ ଚକ୍ଷୁ ଦାନ କରିବା ଲାଗି କାଗଜପତ୍ରରେ ଦସ୍ତଖତ କରାଇ ନେଇ ମେଡିକାଲରେ ଜଣେ ମୃତବ୍ୟକ୍ତିଙ୍କ ଦୁଇ ଆଖି...

ଧୂପକାଠି ଫ୍ୟାକ୍ଟ୍ରି ନାଁରେ ୩ ଲକ୍ଷ ଠକେଇ

ଦିଗପହଣ୍ଡି,୨୦ା୯(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ଗଁାରେ ଧୂପକାଠି ଫ୍ୟାକ୍ଟ୍ରି ପ୍ରତିଷ୍ଠା କରାଇ ଦେବା ନଁାରେ ଜଗନ୍ନାଥ ପ୍ରଧାନଙ୍କଠାରୁ ବ୍ରହ୍ମପୁର ସହରର ଜଣେ ବ୍ୟକ୍ତି ପ୍ରାୟ ୩...

ଜାନୁୟାରୀ ୩ରେ ଖୋଲିବ ବଳଦେବଜିଉ ମନ୍ଦିର

କେନ୍ଦ୍ରାପଡା ଅଫିସ୍‌,୧୬।୧୨: କରୋନା ସ୍ଥିତିରେ ସୁଧାର ଆସିବା ପରେ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିର ଖୋଲିବାନେଇ ଅନୁମତି ମିଳିଛି। ଏବେ ଅନ୍ୟ ମନ୍ଦିରମାନ ଖୋଲିବା ପାଇଁ...

Advertisement
Archives

Model This Week