୨ ଡାକ୍ତର, ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨ ଡାକ୍ତର ଏବଂ ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏହି ୩ ଜଣଙ୍କ ସ୍ବାବ୍‌ ରିପୋର୍ଟରେ ପଜିଟିଭ୍‌ ଆସିବା ପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ନିଆଯାଇଛି।
ସୂଚନାଯୋଗ୍ୟ, ଗତ ଗୁରବାର ମଧ୍ୟ ଅନ୍ୟ ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ,୧୦ା୧୧: ଜଗତ୍‌ସିଂହପୁର ଥାନା ଅଧୀନ ସିଙ୍ଘାରପୁର ନବାପାଟଣା ଗ୍ରାମର ରାଜୁ ଓରଫ ରାଜେଶ ଗୋଚ୍ଛାୟତ(୩୦)ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗକୁ...

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୬,୬୫୪ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୩।୫: ଦେଶରେ ବେଳକୁ ବେଳ ଅଣାୟତ ହେଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୬୫୪ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ...

ବ୍ୟଙ୍ଗ କବିତାରେ ହସର ଫୁଆରା

ବଲାଙ୍ଗୀର ଅଫିସ,୧୬।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟର ସପ୍ତମ ସନ୍ଧ୍ୟାରେ ଅନୁଷ୍ଠିତ ବ୍ୟଙ୍ଗ-ହାସ୍ୟ କବିତା ଆସରରେ ଦର୍ଶକ ହସର ଖୋରାକ ପାଇଥିଲେ।...

ସଙ୍କୁଚିତ ହେବ ରୟାଲ ପଡିଆ

ସୋନପୁର,୨୫।୧୦(ନି.ପ୍ର.)-ସୁବର୍ଣ୍ଣପୁର ସହରର ବ୍ଲକ ଛକ ସ୍ଥିତ ଆଠ ଏକର ପରିମିତ ଅଞ୍ଚଳରେ ରହିଛି ରୟାଲ ପଡିଆ। ଏହି ସମତଳ ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସଭାଠାରୁ ଆରମ୍ଭ କରି,...

କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର...

ଚିତ୍ରକୋଣ୍ଡାରେ ବ୍ଲକ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା...

ଘରେ ପଶି ସୁନା,ଟଙ୍କା ଚୋରି

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- ଧରାକୋଟ ଥାନା ଢଉଗଁା କନ୍ଧସାହିର ଶତ୍ରୁଘ୍ନ ନାହାକଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ୮୦ ଗ୍ରାମ ସୁନା ଅଳଙ୍କାର ସହ ୪୨...

ଏନ୍‌ସେଫାଲାଇଟିସ୍‌ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ

ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *