ହାତୀପଲ ଉପରକୁ ଚଢିଗଲା ଟ୍ରେନ

କେନ୍ଦୁଝର,୧୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ ଖଣ୍ଡ ଅଧୀନ ଦଇତାରୀ ରେଞ୍ଜ ବ୍ରାହ୍ମଣୀପାଳ ନିକଟ ଟ୍ରେନ୍‌ ଲାଇନରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଯଖପୁରା-ବାଂଶପାଣି ମଝି ରେଳ ଲାଇନ୍‌ରେ ଏକ ହାତୀପଲ ପାର ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ ଧକ୍କା ଦେବାରୁ ୨ ହାତୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ କେତେକ ହାତୀ ଆହତ ହୋଇଥିବା ଜଣାପଡ଼ିଛି। ଡିଏଫଓ ଅଭୟ କୁମାର ଦଳେଇ ଓ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ଏନେଇ ବନ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର,୨୧ା୨(ସୁଶାନ୍ତ କୁମାର ସାହୁ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। କେନ୍ଦୁଝର ଜିଲା…

ନାବାଳିକାଙ୍କୁ ଗର୍ଭବତୀ କରିଥିଲେ ୭୦ ବର୍ଷର ବୃଦ୍ଧ: ମା’ ହେବା ପରେ ସିଲ୍‌ ହେଲା ଲକ୍ଷ୍ମୀ ହସ୍ପିଟାଲ

ଯାଜପୁରରୋଡ଼/ଧର୍ମଶାଳା,୨୧।୨(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି): ନାବାଳିକା ପ୍ରସବ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ଯାଜପୁର ରୋଡସ୍ଥିତ ଲକ୍ଷ୍ମୀ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି । ଏହା…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri