ଯୁକ୍ତ ୨ ନାମଲେଖା: ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ; ୧ରେ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଆସନ୍ତା ଅକ୍ଟୋବର ୧ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ଅକ୍ଟୋବର ୧୧ରୁ ୧୩ତାରିଖ ପର୍ଯ୍ୟନ୍ତ ମନୋନୀତ ଛାତ୍ରୀଛାତ୍ରଙ୍କ ନାମଲେଖା ହେବ। ଛାତ୍ରୀଛାତ୍ରମାନେ ପ୍ରତିଦିନ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ୧୮ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ, ଯାହାକି ବଳକା ସିଟ୍‌ର ୫ଗୁଣା ରହିବ। ୧୮ ତାରିଖ ଅପରାହ୍ନ ୨ଟା ୩୦ରୁ ୧୯ ତାରିଖ ଅପରାହ୍ନ ୪ଟା ଭିତରେ ମନୋନୀତ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମ ପଞ୍ଜୀକରଣ କରିବେ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ସ୍ପଟ୍‌ ନାମଲେଖା ପାଇଁ ପଞ୍ଜୀକୃତ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମନୋନୀତ ଛାତ୍ରୀଛାତ୍ରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ୨୦ ତାରିଖ ଅପରାହ୍ନ ୨ଟାରୁ ୨୧ତାରିଖ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri