ଯୁକ୍ତ ୨ ନାମଲେଖା: ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ; ୧ରେ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଆସନ୍ତା ଅକ୍ଟୋବର ୧ ତାରିଖ ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ଅକ୍ଟୋବର ୧୧ରୁ ୧୩ତାରିଖ ପର୍ଯ୍ୟନ୍ତ ମନୋନୀତ ଛାତ୍ରୀଛାତ୍ରଙ୍କ ନାମଲେଖା ହେବ। ଛାତ୍ରୀଛାତ୍ରମାନେ ପ୍ରତିଦିନ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ୧୮ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ, ଯାହାକି ବଳକା ସିଟ୍‌ର ୫ଗୁଣା ରହିବ। ୧୮ ତାରିଖ ଅପରାହ୍ନ ୨ଟା ୩୦ରୁ ୧୯ ତାରିଖ ଅପରାହ୍ନ ୪ଟା ଭିତରେ ମନୋନୀତ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମ ପଞ୍ଜୀକରଣ କରିବେ। ୨୦ ତାରିଖ ପୂର୍ବାହ୍ନ ୧୧ଟା ୫୦ରେ ସ୍ପଟ୍‌ ନାମଲେଖା ପାଇଁ ପଞ୍ଜୀକୃତ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମନୋନୀତ ଛାତ୍ରୀଛାତ୍ରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ୨୦ ତାରିଖ ଅପରାହ୍ନ ୨ଟାରୁ ୨୧ତାରିଖ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଦାଖଲ ବେଳେ ସାମ୍ନାକୁ ଆସିଲା ବଡ଼ ସତ୍ୟତା, ବର୍ଷାଙ୍କର ରହିଛି ୮ ନାଁ

ଭୁବନେଶ୍ୱର,୧୧।୫: ବଡ଼ଚଣା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶୁକ୍ରବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବର୍ଷା ଦାଖଲ କରିଥିବା ସତ୍ୟପାଠ...

ଇନ୍‌ଷ୍ଟାଗ୍ରାମ୍‌ରେ ପାଣ୍ଡିଆନ୍‌

ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମ୍‌ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ...

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର...

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ...

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ।...

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥର ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri