ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଭଲ ପ୍ରଦର୍ଶନ କରିଛନ୍ତି। ଚଳିତ ବର୍ଷ କଳାରେ ପାସ୍‌ହାର ୮୦.୯୫% ଥିବା ବେଳେ ବିଜ୍ଞାନରେ ୮୬.୯୩%, ବାଣିଜ୍ୟରେ ୮୨.୨୭% , ଧନ୍ଦାମୂଳକ ଶିକ୍ଷାରେ ୬୮.୦୨%ରହିଛି।ତେବେ ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଛାତ୍ରୀଛାତ୍ରମାନେ www.orrissaresults.nic.inକୁ ଯାଇ ସେମାନଙ୍କ ପରୀକ୍ଷାଫଳ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର

ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା…

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri