ପୁଣି ପରୀକ୍ଷା ଦ୍ୱନ୍ଦ୍ୱ: ଗୋଟିଏ ସମୟରେ ୨ ପରୀକ୍ଷା

କଟକ,୮ା୧୧: ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ଦୁଇ ଦୁଇଟି ପରୀକ୍ଷା ରହିଛି। OPSC ପକ୍ଷରୁ ଆସନ୍ତାକାଲି ଅର୍ଥାତ୍‌ ରବିବାର ASO ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୯ଟା, ପୂର୍ବାହ୍ନ ୧୧ଟା ୩୦ ଓ ୨ଟା ୩୦ରେ ୩ଟି ସିଟିଂରେ ପରୀକ୍ଷା।

ଅନ୍ୟପକ୍ଷରେ OSSSC ପକ୍ଷରୁ RI, ICDS, ARI ପରୀକ୍ଷା ହେବା ନେଇ ବିଜ୍ଞପ୍ତି ଜାରି ହୋଇଛି। OSSSC ପରିଚାଳିତ ପରୀକ୍ଷା ଆସନ୍ତାକାଲି ସେହି ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ରହିଛି। ASO ପେପର-୧ ପରୀକ୍ଷା। ଜଣେ ୨ଟି ପରୀକ୍ଷା ପାଇଁ ଆବେଦନ କରିଥିଲେ କିପରି ଦେବେ ପରୀକ୍ଷା ଦେବେ ସେନେଇ ଛାତ୍ରୀଛାତ୍ର ଦ୍ୱନ୍ଦ୍ୱରେ ପଡ଼ିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର

ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର…

ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ।…

ଭଞ୍ଜନଗରରେ ଏଚ୍‌ପିଭି ଟିକାକରଣ ଶୁଭାରମ୍ଭ, ଜରାୟୁ କର୍କଟ ରୋଗ ପ୍ରତିରୋଧରେ…

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏଚ୍‌ପିଭି ଟିକାକରଣ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି। ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri