୨ ନକଲି ଆଇଏଏସ୍‌ ଅଫିସର ଗିରଫ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶୁକ୍ରବାର ୨ ନକଲି ଆଇଏଏସ୍‌ ଅଫିସରଙ୍କୁ କଟକ ଓ ଭୁବନେଶ୍ୱରରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ସୂର୍ଯ୍ୟମଣି ତ୍ରିପାଠୀ ଓ ଅମିତ କୁମାର ସ୍ବାଇଁ। ଜଣେ ନିଜକୁ ଆଡିସିନାଲ ସେକ୍ରେଟାରୀ କହି ଠକୁଥିବା ବେଳେ ଅନ୍ୟ ଜଣେ ପିଡବ୍ଲ୍ୟୁଡି ଅଫିସର ପରିଚୟ ଦେଇ ଠକୁଥିଲେ। ସେମାନଙ୍କ ବିରୋଧରେ ଠିକାଦାରି ଦେବାରେ ୧ କୋଟି ୧୭ ଲକ୍ଷ ଠକିଥିବା ଅଭିଯୋଗ ଆସିଥିଲା। ସେମାନେ ମିଛ ଓ୍ବାର୍କ ଅର୍ଡର ଦେଇ ଠିକାଦାରଙ୍କୁ ଠକେଇ କରିବା ସହ ଟଙ୍କା ହଡ଼ପ କରୁଥିଲେ।

ତେବେ ଆରଟିଆଇ ତଥ୍ୟ ଅନୁଯାୟୀ ସୂର୍ଯ୍ୟମଣି ଓ ଅମିତଙ୍କ ନାଁରେ କୌଣସି ଆଇଏଏସ୍‌ ଅଧିକାରୀ ନଥିବା ଜଣାପଡ଼ିବା ପରେ ମାମଲା ରୁଜୁ ହୋଇଥିଲା। ଗିରଫ ଦୁଇ ଅଭିଯୁକ୍ତଙ୍କ ମୋବାଇଲରୁ ବହୁ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ଫୋନ ନମ୍ବର ମିଳିଥିବା ଇଓଡବ୍ଲ୍ୟୁ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁସ୍ଥ ମାଈ ହାତୀର ମୃତ୍ୟୁ

କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ...

ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ...

ମହାବାତ୍ୟାକୁ ୨୦ ବର୍ଷ : ସ୍ମୃତି ଆଜି ବି ଅଭୁଲା

କରାଳ ରାତି, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ସୁ ସୁ ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର।...

ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାତ୍କାର -ଭିଡିଓ ଭାଇରାଲ ପରେ ପୀଡିତା ଥାନାରେ ଅଭିଯୋଗ କଲେ

ଜୁନାଗଡ଼,୨୪।୯(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଏକ ଗଣ ବଳାତ୍କାର ଘଟଣା ଘଟିଛି। ଜଣେ ନର୍ସିଂ ଛାତ୍ରୀଙ୍କୁ ଲିଫ୍ଟ ଦେବା ଆଳରେ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯାଇଛି ା...

ସରିଲା ପ୍ରଥମ ପର୍ଯ୍ୟାୟ ପ୍ରଚାର

ଭୁବନେଶ୍ୱର,୧୫ା୨(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆସନ୍ତା ୧୬ ତାରିଖ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି।...

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୩କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ...

ପୁଣି ଶୀତରେ ଥରିଲା ସୋନପୁର: ତାପମାତ୍ରା ୪.୮ ଡିଗ୍ରୀ

ଭୁବନେଶ୍ୱର/ସୋନପୁର,୧୨।୧(ବ୍ୟୁରୋ/ନି.ପ୍ର.): ଅସହ୍ୟ ଶୀତରେ ପୁଣି ଥରିଛି ସୋନପୁର। ଏଠାରେ ରବିବାର ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫...

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର...

Advertisement
Archives

Model This Week