ଓଡ଼ିଶାରେ ୨ ଜାଲ୍‌ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭।୮ (ବ୍ୟୁରୋ): ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦେଶର ୨୧ଟି ୟୁନିଭର୍ସିଟିକୁ ଜାଲ୍‌ ଘୋଷଣା କରିଛନ୍ତି। ଏହି ବିଶ୍ୱବିଦ୍ୟାଳୟଗୁଡ଼ିକ କୌଣସି ଡିଗ୍ରୀ ପ୍ରଦାନ କରିପାରିବେ ନାହିଁ ବୋଲି ୟୁଜିସି ସଚିବ ରଜନୀଶ ଜୈନ କହିଛନ୍ତି। ଓଡ଼ିଶାରେ ୨ଟି ଜାଲ୍‌ ବିଶ୍ୱବିଦ୍ୟାଳୟ ଥିବାବେଳେ ଦିଲ୍ଲୀରେ ସର୍ବାଧିକ ୮ଟି ରହିଛି। ବିନା ସ୍ବୀକୃତିରେ ଖୋଲିଥିବା ଏହି ଶିକ୍ଷାନୁଷ୍ଠାନଗୁଡ଼ିକ ୟୁଜିସି ଆଇନର ଉଲ୍ଲଂଘନ କରି ଚାଲୁଥିଲେ। ଜାଲ୍‌ ଘୋଷିତ ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିଛି ଓଡ଼ିଶାର ରାଉରକେଲାସ୍ଥିତ ନବଭାରତ ଶିକ୍ଷା ପରିଷଦ ଏବଂ ବାରିପଦାସ୍ଥିତ ଉତ୍ତର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ। ସେହିପରି ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ପବ୍ଲିକ୍‌ ଆଣ୍ଡ୍‌ ଫିଜିକାଲ ହେଲ୍‌ଥ ସାଇନ୍ସ, କମର୍ସିଆଲ ୟୁନିଭର୍ସିଟି ଲିଃ, ୟୁନାଇଟେଡ୍‌ ନେଶନ୍ସ ୟୁନିଭର୍ସିଟି, ଭୋକେଶନାଲ ୟୁନିଭର୍ସିଟି, ଏଡିଆର୍‌-ସେଣ୍ଟ୍ରିକ୍‌ ଜୁରିଡିକାଲ ୟୁନିଭର୍ସିଟି, ଇଣ୍ଡିଆନ୍‌ ଇନ୍‌ଷ୍ଟିଚୁ୍ୟୁଟ ଅଫ୍‌ ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ, ବିଶ୍ୱକର୍ମା ଓପନ ୟୁନିଭର୍ସିଟି ଫର୍‌ ସେଲ୍ଫ-ଏମ୍ପ୍ଲୟମେଣ୍ଟ ଏବଂ ଆଧ୍ୟାତ୍ମିକ ବିଶ୍ୱବିଦ୍ୟାଳୟକୁ ଫେକ୍‌ ଘୋଷଣା କରାଯାଇଛି। ଉତ୍ତର ପ୍ରଦେଶରେ ୪ଟି ଜାଲ୍‌ ବିଶ୍ୱବିଦ୍ୟାଳୟ ଥିବାବେଳେ ପଶ୍ଚିମବଙ୍ଗରେ ୨ଟି, କର୍ନାଟକ, କେରଳ, ମହାରାଷ୍ଟ୍ର ,ପଣ୍ଡିଚେରୀ ଓ ଆନ୍ଧ୍ରପ୍ରଦେଶରେ ଗୋଟିଏ ଲେଖାଏ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri