ଭୁବନେଶ୍ୱରରେ ନିର୍ମାଣ ହେବ ୨ ଫୁଟ୍‌ ଓଭରବ୍ରିଜ୍‌, ୧ ଫ୍ଲାଇଓଭର୍‌

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୨ଟି ଫୁଟ୍‌ ଓଭରବ୍ରିଜ୍‌ ଓ ଗୋଟିଏ ଫ୍ଲାଇ ଓଭର୍‌ ନିିର୍ମାଣ ହେବ। ଏନେଇ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।

କସମୋପୋଲିସ ଛକରେ ଜାତୀୟ ରାଜପଥ ଉପରେ ଫ୍ଲାଇଓଭର ବ୍ରିଜ ହେବ। ସେହିଭଳି କ୍ରାଉନ ହୋଟେଲ ଓ ସତସଙ୍ଗ ବିହାରଠାରେ ଫୁଟ୍‌ ଓଭରବ୍ରିଜ ହେବ। କ୍ୟାପିଟାଲ ରିଜିଅନ ରିଂ ରୋଡ୍‌କୁ ମଧ୍ୟ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ୫୭୪୪ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅପରାଜିତା ସୂଚନା ଦେଇଛନ୍ତି। ।

ପୂର୍ବରୁ ଉପରୋକ୍ତ ପ୍ରକଳ୍ପ ନିର୍ମାଣ କରିବା ଲାଗି ଅପରାଜିତା କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ନିବେଦନ କରିଥିଲେ। ତାଙ୍କ ନିବେଦନକୁ ରକ୍ଷା କରି କେନ୍ଦ୍ର ସରକାର ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri