ଜଣେ ନୁହେଁ ଦୁଇଦୁଇ ଜଣ ସରକାରୀ ଅଧିକାରିଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର/ବାସୁଦେବପୁର,୧୭।୫(କାଳିପଦ ରାୟ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ୨ ସରକାରୀ ଅଧିକାରୀ ଗିରଫ। ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ୧୦,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍‌ ମାଡ଼ିବସିଛ। ଭିଜିଲାନ୍ସ ଟିମ, ସୂଚନା ମୁତାବକ ଏଡତାଳ ପଞ୍ଚାୟତର ଏକ ପୋଖରୀର ପୁନଃରୁଦ୍ଧାର କାର୍ଯ୍ୟ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ହୋଇ ଥିଲା। ଏହି କାର୍ଯ୍ୟର ବିଲ କରାଇଦେବା ପାଇ ଯନ୍ତ୍ରୀଙ୍କୁ ବାରମ୍ବାର କହିବା ସତ୍ୱେ ବିଲ କରୁ ନ ଥିଲେ, ଶନିବାର ଏହି ବିଲ୍‌ କରିବା ପାଇଁ ସମ୍ପୃକ୍ତ ଠିକାଦାରଙ୍କଠାରୁ ୧୦, ୦୦୦ ଟଙ୍କା ଲାଞ୍ଚ ନେଉ ଥିବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଭିଜିଲାନସ ଟିମ୍‌ ଗିରଫ କରିଛି।
ଅନ୍ୟପକ୍ଷେ ଖଣ୍ଡପଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ ଗିରଫ ହୋଇଛନ୍ତି। ବିଲ ରିଲିଜ କରିବାକୁ କହି ସେ ଠିକାଦାରଙ୍କ ଠାରୁ ୨୦ ହଜାର ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri