ଜଣେ ନୁହେଁ ଦୁଇଦୁଇ ଜଣ ସରକାରୀ ଅଧିକାରିଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର/ବାସୁଦେବପୁର,୧୭।୫(କାଳିପଦ ରାୟ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ୨ ସରକାରୀ ଅଧିକାରୀ ଗିରଫ। ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ୧୦,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍‌ ମାଡ଼ିବସିଛ। ଭିଜିଲାନ୍ସ ଟିମ, ସୂଚନା ମୁତାବକ ଏଡତାଳ ପଞ୍ଚାୟତର ଏକ ପୋଖରୀର ପୁନଃରୁଦ୍ଧାର କାର୍ଯ୍ୟ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ହୋଇ ଥିଲା। ଏହି କାର୍ଯ୍ୟର ବିଲ କରାଇଦେବା ପାଇ ଯନ୍ତ୍ରୀଙ୍କୁ ବାରମ୍ବାର କହିବା ସତ୍ୱେ ବିଲ କରୁ ନ ଥିଲେ, ଶନିବାର ଏହି ବିଲ୍‌ କରିବା ପାଇଁ ସମ୍ପୃକ୍ତ ଠିକାଦାରଙ୍କଠାରୁ ୧୦, ୦୦୦ ଟଙ୍କା ଲାଞ୍ଚ ନେଉ ଥିବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଭିଜିଲାନସ ଟିମ୍‌ ଗିରଫ କରିଛି।
ଅନ୍ୟପକ୍ଷେ ଖଣ୍ଡପଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ ଗିରଫ ହୋଇଛନ୍ତି। ବିଲ ରିଲିଜ କରିବାକୁ କହି ସେ ଠିକାଦାରଙ୍କ ଠାରୁ ୨୦ ହଜାର ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri