ବାଳିକା ଉଚ୍ଚ ବିଦ୍ୟାଳୟରୁ ଚୋରି କରି ୨ଗିରଫ

ବଡ଼ବିଲ,୧।୧୦(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗ ନଗର ବାଳିକା ଉଚ୍ଚ ବିଦ୍ୟାଳୟରୁ ବିଭିନ୍ନ ସାମଗ୍ରୀ ଚୋରୀ ଅଭିଯୋଗରେ ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଦାମୁ ହଟିଂ ଅଞ୍ଚଳର ଅଜିତ କୁମାର ବେହେରା ଓ ଶେର ସିଂହ।
ସୂଚନା ଅନୁଯାୟୀ, ଗତ ୨୪ ତାରିଖ ବିଲମ୍ବିତ ରାତିରେ କେହି ଦୁର୍ବୃତ୍ତ ବିଦ୍ୟାଳୟର ୪ଟି ସିଲିଂ ଫ୍ୟାନ, ଏକ ପାଣି ମୋଟର, ୧ଟି ବେସିନ ଓ ୨ଟି ପାଣି ଟ୍ୟାପ ଚୋରି କରି ନେଇଥିଲେ। ଏ ନେଇ ଗତ ସେପ୍ଟେମ୍ବର ୨୯ ତାରିଖରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବଡ଼ବିଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବଡ଼ବିଲ ପୋଲିସ ଥାନା କେସ ନଂ ୧୬୫/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଚୋରି ଯାଇଥିବା ସମସ୍ତ ସାମଗ୍ରୀ ଜବତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri