ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୨ ହାର୍ଡକୋର ମାଓବାଦୀ

ମାଲକାନଗିରି,୧୨ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ବଡ଼ ସଫଳତା ମିଳିଛି। ଦାନ୍ତଓ୍ବୋଡା ଏବଂ ବିଜାପୁର ସୀମାନ୍ତ ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ। ଏବେବି ଗୁଳିବିନିମୟ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଅଧିକ ମାଓବାଦୀ ମୃତାହତ ନେଇ ଆଶଙ୍କା କରାଯାଉଛି। ସର୍ଚ୍ଚ ଅପରେଶନ ପରେ ସମ୍ପୂର୍ଣ୍ଣ ତଥ୍ୟ ଜଣାପଡ଼ିବ। ଏସ୍‌ଟିଏଫ୍‌, ଡିଆର୍‌ଜି ଏବଂ ସିଆର୍‌ପିଏଫ୍‌ କୋବ୍ରା ଯବାନଙ୍କ ଅପରେଶନ ବେଳେ ଏହି ସଫଳତା ମିଳିଛି। ଅପରେଶନରେ ୪୦୦ରୁ ଊଦ୍ଧର୍‌ବ ଯବାନ ନିୟୋଜିତ ରହିଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସ୍‌ପି।


Enter your email to get our daily news in your inbox.

All Right Reserved By Dharitri.Com

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ…

ଲାଲୁଙ୍କ ପରିବାରକୁ ବଡ଼ ଝଟକା; IRCTC ମନି ଲଣ୍ଡରିଂ ମାମଲାରେ କୋର୍ଟ କହିଲେ..

ପାଟନା,୧୦।୯: IRCTC ଅର୍ଥ ହେରଫେର (ମନି ଲଣ୍ଡରିଂ) ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର (୧୦…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି।…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

ସରକାରଙ୍କ ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା…

କଂଗ୍ରେସକୁ ଲାଗିଲା ବଡ଼ ଝଟକା, ପ୍ରଥମ ଥର ଜିତିଲା ଭାଜପା

ଶିମଲା,୧୦।୯: ହିମାଚଳ ପ୍ରଦେଶର ଶିମଲା ଜିଲା ପରିଷଦ ନିର୍ବାଚନରେ କ୍ଷମତାସୀନ କଂଗ୍ରେସ ସରକାର ଏକ ବଡ଼ ଧରଣର ଝଟକା ପାଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri