ହାଇକୋର୍ଟର ୨ ବିଚାରପତିଙ୍କ ଶପଥ ଗ୍ରହଣ

କଟକ ଅଫିସ,୧୦।୬: ଓଡିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଉଭୟଙ୍କ ଶପଥ ପାଠ କରାଇଛନ୍ତି।
ପୁରୁଣା ହାଇକୋର୍ଟ କନଫରେନ୍ସ ହଲରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।
ଜଷ୍ଟିସ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିବା ବେଳେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ନୂତନ ବିଚାରପତି ଭାବେ ନିଯୁକ୍ତି ମିଳିଛି । ଶପଥ ଗ୍ରହଣ ଉତ୍ସବରେ ବହୁ ଜଜ୍‌ଙ୍କ ସମେତ ବରିଷ୍ଠ ଆଇନଜୀବୀ ଓ ବରିଷ୍ଠ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri