୨ ଘଣ୍ଟା ପ୍ରବଳ ବର୍ଷିବ : ୬୦ରୁ ୭୦ କିମି ବେଗରେ ବହିବ ପବନ, ଏହି ଜିଲାକୁ…

ଭୁବନେଶ୍ୱର,୧୮।୪: ପାଣିପାଗ ବିଭାଗ ପକ୍ଷରୁ ୨ ଜିଲାକୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ନେଇ ୨ ଘଣ୍ଟା ପାଇଁ ରେଡ ୱାର୍ନିଂ ଦିଆଯାଇଛି। ମୟୂରଭଞ୍ଜ ଓ ଭଦ୍ରକ ଜିଲାକୁ ପାଣିପାଗ ବିଭାଗ ସତର୍କ କରିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବଜ୍ରପାତ ନେଇ ସତର୍କ କରିଛି। ଏହି ସମୟରେ ୬୦ରୁ ୭୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ଅଛି। ୨୧ ଏପ୍ରିଲ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ଏବଂ ବର୍ଷା ଜାରି ରହିବା ସମ୍ଭାବନା ଅଛି। ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯିବ।

ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ସମେତ ପ୍ରାୟ ୧୫ଟି ଜିଲାରେ ୪୦ ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପ୍ରବଳ ବର୍ଷା ହେବ। ଆଇଏମଡି ଦ୍ୱାରା ମାଲକାନଗିରି ଏବଂ କୋରପୁଟରେ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରା ସମାନ ରହିବାର ସମ୍ଭାବନା ଅଛି। ଫଳସ୍ୱରୂପ, ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ।

ସୁନ୍ଦରଗଡ଼,ନବରଙ୍ଗପୁର, ମାଲକାନଗିରି, ଗଜପତି, ରାୟଗଡା, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ରାୟଗଡା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କଟକ, ଅନୁଗୁଳ ଏବଂ କୋରାପୁଟ ଜିଲ୍ଲାର ବିଜୁଳି ଘଡଘଡି ସହ ବର୍ଷା ପବନ ୪୦ ରୁ ୫୦ କିମି ତଥା ମୟୁରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ, ଏବଂ ବଲାଙ୍ଗୀର ଜିଲ୍ଲରେ କୁଆପଥର ବର୍ଷା ସମ୍ଭାବନା।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri