ଟ୍ରମ୍ପ୍‌-ପୁଟିନ୍‌ଙ୍କ ସହ ୨ ଘଣ୍ଟା ଆଲୋଚନା: ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ

ଓ୍ବାଶିଂଟନ,୨୦ା୫: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧବିରତି ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ଙ୍କ ସହ ୨ ଘଣ୍ଟା ଆଲୋଚନା କରିଛନ୍ତି। ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ବୋଲି ପୁଟିନ୍‌ କହିଥିବା ଜଣାପଡ଼ିଛି।

ରୁଷିଆ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ। ବୁଝାମଣା ଉଭୟ ପକ୍ଷକୁ ସୁହାଇଲା ଭଳି ହେବା ଆବଶ୍ୟକ ବୋଲି ପୁଟିନ୍‌ କହିଛନ୍ତି। ଟ୍ରମ୍ପ୍‌ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସପ୍ତାହ ଶେଷ ସୁଦ୍ଧା ଯୁଦ୍ଧବିରତି ନେଇ ଆଶାବ୍ୟକ୍ତ କରିଛନ୍ତି। ଏନେଇ ସେ ନାଟୋ ନେତାମାନଙ୍କ ସହ ଆଲୋଚନା କରିବାକୁ ଉଦ୍ୟମ କରିବେ। ତେବେ ବୁଝାମଣାକୁ ପୁଟିନ୍‌ ଗମ୍ଭୀର ଭାବେ ନେଉ ନ ଥିବା ଯଦି ଟ୍ରମ୍ପ୍‌ ଅନୁଭବ କରନ୍ତି, ତେବେ ସେ ନିଜ ଉଦ୍ୟମରୁ ଓହରିଯିବେ ବୋଲି ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri