ଏହି ସହରରେ ଅମାନିଆଙ୍କୁ ୨ ଘଣ୍ଟା ଜେଲଦଣ୍ଡ: ଜିଲାପାଳଙ୍କ ନିର୍ଦ୍ଦେଶ ଜାରି…

ଇନ୍ଦୋର,୧୩।୪: କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାରୁ ମଧ୍ୟପ୍ରଦେଶର କେତେକ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ କେତେକ ଅମାନିଆ ଆଇନର ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଇନ୍ଦୋରର ଅତିରିକ୍ତ ଜିଲାପାଳ ପଓ୍ବନ ଜୈନ୍‌ ଅମାନିଆଙ୍କୁ ଧରି ୨ ଘଣ୍ଟା ଜେଲ୍‌ରେ ରଖିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। କିନ୍ତୁ କେତେକ ଲୋକ ମିଛ କାମ ବାହାନାରେ ଘରୁ ବାହାରକୁ ବାହାରି ବୁଲାବୁଲି କରୁଛନ୍ତି। ଏଭଳି ଲୋକଙ୍କୁ ଧରି ଜେଲରେ ଭର୍ତ୍ତି କରିବାକୁ ଅତିରକ୍ତ ଜିଲାପାଳ ପୋଲିସ ବାହିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଛାଡ଼ପତ୍ର ଦାବି କଲେ ମହିଳା

ମିରଟ,୧୫।୩: ଉତ୍ତରପ୍ରଦେଶରେ ଜଣେ ମହିଳା ହିନ୍ଦୀ ଫିଲ୍ମ ବାଲା ଷ୍ଟୋରୀ ଷ୍ଟାଇଲ୍‌ରେ ସ୍ବାମୀଙ୍କଠାରୁ ଛାଡ଼ପତ୍ର ଦାବି କରିଛନ୍ତି। ସେ ପରିବାର କୋର୍ଟରେ ଛାଡ଼ପତ୍ର ପାଇଁ ଆବେଦନ...

ବ୍ରିଜ ଭୂଷଣ ଶରଣ ସିଂ ମାମଲା: କୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୭।୫: ଯୌନ ନିର୍ଯ୍ୟାତନା ଅଭିଯୋଗର ସମ୍ମୁଖୀନ ହେଉଥିବା ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ମାମଲା ଥମିବାର ନାଁ...

ବାୟୁସେନାକୁ ମିଳିଲା ସ୍ପାଇସ୍‌-୨୦୦୦ ବୋମା

ନୂଆଦିଲ୍ଲୀ,୧୬ା୯: ଭାରତୀୟ ବାୟୁସେନାକୁ ଅଟ୍ଟାଳିକା ଧ୍ୱଂସକାରୀ ସ୍ପାଇସ୍‌-୨୦୦୦ ବୋମା ମିଳିଛି। ଏହା ବାୟୁସେନାର ଆକ୍ରମଣ କ୍ଷମତା ବୃଦ୍ଧିରେ ସହାୟକ ହେବ। ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ...

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ...

ଫେବୃୟାରୀ ୧୪କୁ ‘କାଓ ହଗ୍‌ ଡେ’ ଭାବେ ପାଳନ କରିବାକୁ ଏଡବ୍ଲ୍ୟୁବିଆଇର ଅପିଲ୍‌

ନୂଆଦିଲ୍ଲୀ,୮।୨: ପ୍ରାଣୀ କଲ୍ୟାଣ ବୋର୍ଡ ଅଫ୍‌ ଇଣ୍ଡିଆ (ଏଡବ୍ଲ୍ୟୁବିଆଇ) ୧୪ ଫେବୃୟାରୀରେ ‘କାଓ ହଗ୍‌ ଡେ’ ପାଳନ କରିବାକୁ ଦେଶବାସୀଙ୍କୁ ଅପିଲ୍‌ କରିଛି। ଏହି ଦିନ...

ବଦଳିବ ଦେଶର ୧୩ ବିମାନବନ୍ଦରର ନାମ

ଔରଙ୍ଗାବାଦ,୧୭।୨: ଦେଶରେ ବିମାନବନ୍ଦର, ସହର ଓ ଐତିହାସିକ ସ୍ଥାନଗୁଡିକର ନାମ ପରିବର୍ତ୍ତନ କରିବାର ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ବର୍ତ୍ତମାନ ଦେଶର ୧୩ଟି ବିମାନବନ୍ଦରର ନାମ ପରିବର୍ତ୍ତନ...

ସ୍କୁଲ ଖୋଲିଲା: ଉପସ୍ଥାନ କମ

ଶ୍ରୀନଗର,୨୦ା୮: ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ କୋହଳ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ଖୋଲିଥିବାବେଳେ ଉପସ୍ଥାନ ବହୁତ...

କଶ୍ମୀର ଭାରତର ଅଭିନ୍ନ ଅଙ୍ଗ; ସେଥିପାଇଁ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ: ଶାହ

ନୂଆଦିଲ୍ଲୀ,୬।୮: କଶ୍ମୀର ଭାରତର ଅଭିନ୍ନ ଅଙ୍ଗ। ସେଥିପାଇଁ ଆବଶ୍ୟକ ପଡ଼ିଲେ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ। ମଙ୍ଗଳବାର ଲୋକ ସଭାରେ ଏଭଳି କହିଛନ୍ତି ସ୍ବରାଷ୍ଟ୍ର...

Advertisement
Archives

Model This Week