ଶିମିଳିପାଳରୁ ୨ ଶିକାରୀ ଗିରଫ

ଖୁଣ୍ଟା,୧୫ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଗୁରୁବାର ରାତିରେ ବନ ବିଭାଗ ୨ ଶିକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଗୁଳିଭର୍ତ୍ତି ୨ ଦେଶୀ ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ସପନଚୁଆ ପଞ୍ଚାୟତ ଅଧୀନ ଜୁରାଡିହି ଗ୍ରାମର ନନ୍ଦ ସିଂ (୫୫) ଓ ଭୀମ ସିଂ (୧୮)। ଡୁକୁରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନରେ ଥିବା ଶିମିଳିପାଳ ଅଭୟାରଣ୍ୟରେ ଗୁରୁବାର ରାତିରେ ସେମାନେ ଶିକାର ଉଦ୍ଦେଶ୍ୟରେ ପ୍ରବେଶ କରିଥିଲେ। ତେବେ ରାତ୍ରି ପାଟ୍ରୋଲିଂରେ ଥିବା ବହଳଦା ଓ ସପନଚୁଆ ବନ୍ୟପ୍ରାଣୀ ଫରେଷ୍ଟ ବିଟର କର୍ମଚାରୀମାନେ ଅଭୟାରଣ୍ୟର କମ୍ପାଟମେଣ୍ଟ -୫ ନିକଟରେ ଉଭୟଙ୍କୁ କାବୁ କରିଥିଲେ। ଶୁକ୍ରବାର ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?