ବାର୍‌ହା କାଟି କରୁଥିଲେ ଭାଗବଣ୍ଟା: ୨ ଶିକାରୀଙ୍କୁ ଧରିଲା ବନବିଭାଗ

ଠାକୁରମୁଣ୍ଡା,୨୫।୧୦(ଡି.ଏନ୍‌.ଏ.): କରଞ୍ଜିଆ ବନଖଣ୍ଡ ସାତକୋଶିଆ ବନାଞ୍ଚଳରେ ବାର୍‌ହା ଶିକାର ଘଟଣାରେ ସାତକୋଶିଆ ବନବିଭାଗ ୨ଜଣ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଶିକାରୀଙ୍କ ନିକଟରୁ ବାର୍‌ହା ମାଂସ ସହ ବ୍ୟବହୃତ ଧନୁ ଓ ତୀରକୁ ବନବିଭାଗ ଜବତ କରିଛି।

ଶାଳଚୁଆ ଫରେଷ୍ଟ ବିଟ୍‌ ଅନ୍ତର୍ଗତ କୋରଡାପାଳ ସଂରକ୍ଷିତ ଜଙ୍ଗଲ କମ୍ପାର୍ଟମେଣ୍ଟ ୧ନମ୍ବର ଅଞ୍ଚଳରୁ ଶିକାରୀମାନେ ବାର୍‌ହା ଶିକାର କରି ମାଂସ ଭାଗବଣ୍ଟା କରୁଥିଲେ। ଖବର ପାଇ ବନକର୍ମଚାରୀ ଚଢାଉ କରି କୋରଡ଼ାପାଳ ଗ୍ରାମର କୁନା ହୋ ଏବଂ ସୀତା ରାମ ହୋଙ୍କୁ ଧରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri