୨ ଆଇଏଏସ୍‌ ଅଫିସରଙ୍କୁ ହକି ବିଶ୍ୱକପ୍‌ ଦାୟିତ୍ୱ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ହକି ବିଶ୍ୱକପ୍‌ ପରିଚାଳନା ପାଇଁ ୨ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାର ଉଭୟଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି । ଭୂପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜୀଙ୍କୁ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଭୂପେନ୍ଦ୍ରଙ୍କୁ ରାଉରକେଲା ଦାୟିତ୍ୱ ଦିଆଯାଇଥିବା ବେଳେ ରଘୁ ଜୀଙ୍କୁ ଭୁବନେଶ୍ୱର ଦାୟିତ୍ୱ ଦିଆଯାଇଛି ।
ରଘୁ ଜୀ ଏବେ କଟକରେ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଅଛନ୍ତି । ଏସବୁ ଦାୟିତ୍ୱ ସହ ହକି ବିଶ୍ୱକପ୍‌ ଓଏସ୍‌ଡି ଭାବରେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେହିପରି ଆଇଏଏସ୍‌ ଅଫିସର ବଲଓ୍ବନ୍ତ ସିଂଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ବିଡିଏ ଭାଇସ୍‌ ଚେୟାରମ୍ୟାନ ସହ ଭୁବନେଶ୍ୱର ସ୍ମାର୍ଟସିଟି ଏମ୍‌ଡି ଦାୟିତ୍ୱରେ ମଧ୍ୟ ବଲଓ୍ବନ୍ତ ସିଂ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri