୨ ଭାରତୀୟଙ୍କୁ ହତ୍ୟା, ଜଣକୁ ଅପହରଣ କଲେ ଆତଙ୍କବାଦୀ

ନିଆମେ,୧୯ା୭: ନାଇଜରର ଡୋସୋ ଅଞ୍ଚଳରେ ଆତଙ୍କବାଦୀମାନେ ୨ ଜଣ ଭାରତୀୟଙ୍କୁ ହତ୍ୟା କରିବା ସହ ଅନ୍ୟ ଜଣକୁ ଅପହରଣ କରିନେଇଥିବା ସେଠାକାର ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୧୫ ତାରିଖରେ ଏହି ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ରାଜଧାନୀ ନିଆମେଠାରୁ ୧୩୦ କି.ମି. ଦୂର ଡୋସୋ ଅଞ୍ଚଳରେ ଏକ ନିର୍ମାଣସ୍ଥଳକୁ ଜଗିଥିବା ସେନା ଉପରେ ଅଜଣା ବନ୍ଧୁକଧାରୀମାନେ ଆକ୍ରମଣ କରିଥିଲେ ବୋଲି ସ୍ଥାନୀୟ ଗଣମାଧ୍ୟମ ଏକ ରିପୋର୍ଟ ପ୍ରକାଶ ପାଇଛି। ମୃତଦେହ ସ୍ବଦେଶ ପଠାଇବା ଏବଂ ଅପହୃତ ବ୍ୟକ୍ତିଙ୍କ ସୁରକ୍ଷିତ ମୁକ୍ତି ପାଇଁ ଭାରତୀୟ ମିଶନ ପକ୍ଷରୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ଜାରି ରହିଛି। ଏହି ପଶ୍ଚିମ ଆଫ୍ରିକୀୟ ଦେଶରେ ରହିଥିବା ଭାରତୀୟମାନଙ୍କୁ ସତର୍କ ରହିବା ନିମନ୍ତେ ମିଶନ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri