ବିଷାକ୍ତ ମିଲ୍କସେକ୍‌ ପିଇ ଦୁଇ ଶିଶୁ ମୃତ୍ୟୁ

ଇସଲାମବାଦ,୧୯।୭: ପାକିସ୍ତାନ ପଞ୍ଜାବର ସାହିୱାଲରେ ବିଷାକ୍ତ ମିଲ୍କସେକ୍‌ ପିଇ ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନାଯୋଗ୍ୟ, ସାହିୱାଲରେ ରହୁଥିବା ଜଣେ ବ୍ୟକ୍ତି ତାଙ୍କ ପାଞ୍ଚ ଶିଶୁଙ୍କୁ ମିଲ୍କସେକ୍‌ ପିଇବା ପାଇଁ ଦେଇଥିଲେ। ଏହାକୁ ପିଇବା ପରେ ପାଞ୍ଚ ପିଲାଙ୍କ ଅବସ୍ଥା ବିଗିଡି ଯାଇଥିଲା। ସେମାନଙ୍କୁ ତୁରନ୍ତ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଯେଉଁଠାରେ ସାତ ମାସର ଅନାସ ଏବଂ ତିନି ବର୍ଷର ହରାମଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ ଏବଂ ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri