Posted inଜାତୀୟ

ଆତଙ୍କବାଦୀଙ୍କ ଗୁଳିରେ ୨ ଯବାନ ଶହୀଦ

ନୂଆଦିଲ୍ଲୀ,୧୪।୯: ଜମ୍ମୁ କଶ୍ମୀରର କିସ୍ତଓ୍ବାଡା ଜିଲାର ଚଟୁର୍‌ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ସେନା କର୍ମଚାରୀ ଶହୀଦ ହୋଇଯାଇଛନ୍ତି। ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଶହୀଦ ହୋଇଥିବା ସୈନିକମାନେ କନଷ୍ଟେବଳ ଅରବିନ୍ଦ ସିଂ ଏବଂ ଭିପିନ କୁମାର ବୋଲି ଜଣାପଡିଛି। ଆହତ ହୋଇଥିବା ସୈନିକଙ୍କ ମଧ୍ୟରେ ନାଏବ ସୁବେଦାର ବିପାନ କୁମାର ଏବଂ କନଷ୍ଟେବଳ ଅରବିନ୍ଦ ସିଂ ଅଛନ୍ତି।

ଗୁପ୍ତ ସୂଚନା ଆଧାରରେ ସୁରକ୍ଷା ବାହିନୀ ଚଟୁର୍‌ ଅଞ୍ଚଳର ନାଇଡଗାମ ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷା ବାହିନୀ ଏବଂ ଲୁଚି ରହିଥିବା ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ଏହି ଘଟଣା କିସ୍ତଓ୍ବାଡାରେ ଘଟିଛି। ଜାମ୍ମୁ କଶ୍ମୀରରେ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ଭୋଟ ଦେବାର ଦିନ ପାଖେଇ ଆସୁଛି ଏବଂ ନିର୍ବାଚନ ବୈଠକ ଚାଲିଛି। ସେପ୍ଟେମ୍ବର ୧୮ରେ ୟୁନିଅନ ଟେରିଟୋରୀରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଡୋଡାଠାରେ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri