ଓଲଟିଲା ପିକଅପ୍‌: ୨ ମୃତ, ୧୪ ଆହତ

କୋଣାର୍କ, ୧୪।୬: ପହିଲି ରଜରେ ପୁରୀରୁ ଆସିଛି ଭୟଙ୍କର ଦୁର୍ଘଟଣାର ଖବର। କାକଟପୁର-ନୟାହାଟ ରାସ୍ତାର ଜଗନ୍ନାଥପୁର ନିକଟରେ ଏକ ପିକଅପ୍‌ ଓଲଟାଇବାରୁ ୨ ମୃତ୍ୟୁ ବାରଣ କରିଥିବା ବେଳେ, ୧୪ ଆହତ ହୋଇଛନ୍ତି।୧୪ ଆହତଙ୍କ ମଧ୍ୟରୁ ୮ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ସମସ୍ତ ମୃତାହତ କାକଟପୁର ଅସ୍ତରଙ୍ଗ ଅଞ୍ଚଳର ପାନଚାଷୀ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri