ଜନନୀ ଯନ୍ତ୍ରଣା: ୨ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ପାରଳାଖେମୁଣ୍ଡି:୨୬।୯: ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର ଚିତ୍ର । ରାସ୍ତା ଭଲ ନ ଥିବାରୁ ୨ କି.ମି .ପାହାଡ଼ିଆ ରାସ୍ତାରେ ଖଟିଆରେ ବୁହାହୋଇ ଆସିଲେ ଗର୍ଭବତୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବୁଲଡାପଙ୍ଖା ଗାଁରେ। ଗାଁର ଜୟନ୍ତୀ ମଳିକଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ସ୍ବାମୀ ଦେବ ମଳିକ ୧୦୨ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ରାସ୍ତା ଭଲ ନ ଥିବାରୁ ଆମ୍ବୁଲାନ୍ସଟି ଗାଁ ଯାଏଁ ଆସି ନ ଥିଲା। ଏପରିକି ଆମ୍ବୁଲାନ୍ସଟି ଗାଁଠାରୁ ୨ କି.ମି. ଦୂର ଖଜୁରିପଦାଠାରେ ଅଟକି ରହିଥିଲା। ଶେଷରେ ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ଜୟନ୍ତୀଙ୍କୁ ୨ କି.ମି. ପର୍ଯ୍ୟନ୍ତ ଖଟିଆରେ ବୋହି ଖଜୁରିପଦା ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri