ଝଡ଼ବର୍ଷାରେ ୨କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଦଶମନ୍ତପୁର, ୨।୮( ଅରବିନ୍ଦ ନାୟକ ): ରାସ୍ତା ଖରାପ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଝଡ ବର୍ଷାରେ ୨ କିମି ଭାରରେ ବୁହା ହେବାପରେ ଆମ୍ବୁଲାନ୍ସରେ ଡାକ୍ତରଖାନା ଗଲେ ଗର୍ଭବତୀ। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲା ପଞ୍ଚାୟତ ଅଧୀନ ତେଙ୍ଗଡାସିଲ୍‌ ଗାଁରେ ମଙ୍ଗଳବାର ଏଭଳି ଜନନୀ ଯନ୍ତ୍ରଣାର ଦୃଶ୍ୟ ସାମ୍ନାକୁ ଆସିଛି। ମଙ୍ଗଳବାର ପୂର୍ବାହ୍ନରେ ଗାଁର ପ୍ରଫୁଲ୍ଲ ଗୌଡ଼ଙ୍କ ସ୍ତ୍ରୀ ମାୟାବତୀ (୨୫)ଙ୍କ ପେଟରେ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ଗର୍ଭକୁ ମାତ୍ର ୬ମାସ ହୋଇଥିବାରୁ ସେମାନେ ଏଥିପ୍ରତି ଧ୍ୟାନ ଦେଇ ନ ଥିଲେ। ଏହାପରେ ତାଙ୍କ ପାଟିରୁ ରକ୍ତସ୍ରାବ ହୋଇଥିଲା। ଏ ସମ୍ପର୍କରେ ପ୍ରଫୁଲ୍ଲ ଗ୍ରାମର ଆଶାକର୍ମୀଙ୍କୁ ଜଣାଇଥିଲେ। ଆଶାକର୍ମୀ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଗାଁ ରାସ୍ତା ଖରାପ ଥିବାରୁ ଆମ୍ବୁଲାନ୍ସ ଗ୍ରାମଠାରୁ ୨ କି.ମି. ଦୂର କେମିଲି ବେଢ଼ାପଦର ଗ୍ରାମ ଛକଠାରେ ଅପେକ୍ଷା କରିଥିଲା। ବର୍ଷା ପ୍ରବଳ ହେଉଥିବା ସତ୍ତ୍ୱେ ବାଧ୍ୟ ହୋଇ ଗ୍ରାମର ଗୋକୁଳ ଗୌଡ଼ ଓ ଅନ୍ୟମାନେ ଏକ ଭାରରେ ମାୟାବତୀଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ତାଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଛି। ଏବେ ମାୟବତୀଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri