Posted inଜାତୀୟ

ନିର୍ମାଣଧିନ କୋଠା ଭୁଶୁଡି ଚାଲିଗଲା ୨ ଜଣଙ୍କ ଜୀବନ

ଚଣ୍ଡିଗଡ,୧୦।୧୦: ପଞ୍ଜାବର ମୋହଲିଠାରେ ଏକ ନିର୍ମାଣଧିନ କୋଠା ଭୁଶୁଡ଼ି ପଡିଛି। ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ରବିବାର ରାତିରେ ମୋହାଲିର ସିଟି ସେଣ୍ଟରର ଏକ ନିର୍ମାଣଧିନ କୋଠା ଭୁଶୁଡି ପଡିଥିଲା। ଏଥିରେ ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଥରସ୍‌ ମାମଲାରେ ସତ୍ୟପାଠ ଦାଖଲ କଲେ ଯୋଗୀ ସରକାର: ଯାଞ୍ଚ୍‌ର ତଦାରଖ କରନ୍ତୁ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୪।୧୦: ଉତ୍ତରପ୍ରଦେଶ ହାଥରସ୍‌ ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଗୁରୁବାର ଏହି ମାମଲାର ଶୁଣାଣି...

ପଞ୍ଜାବରେ କ୍ୟାପଟେନଙ୍କ ଅଫର ଭାଜପା ପାଇଁ ହୋଇପାରେ ଗେମ ଚେଞ୍ଚର

ଚଣ୍ଡିଗଡ଼,୨୧ ।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ଦଳ ଛାଡି ନିଜର ନୂଆ ଦଳ ଗଢିବେ ବୋଲି ଘୋଷଣା କରି ସାରିଛନ୍ତି...

ଜରା ଆଖୋଁ ମେ ଭରଲୋ ପାନି…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ୯୨ ବର୍ଷରେ ପରଲୋକ ଘଟିଛି। ସରସ୍ବତୀ ପୂଜାର ଗୋଟିଏ ଦିନ ପରେ ସ୍ବର ସାମ୍ରାଜ୍ଞୀ ଅଜଣା...

ସୁସ୍ଥ ସ୍ବାସ୍ଥ୍ୟ ପାଇଁ ଦେହରେ କାଦୁଅ ବୋଳିହେଲେ ୩୪୦ ଜଣ

ଗୋରଖପୁର,୧୯।୧୧: ପ୍ରାକୃତିକ ଉପାୟରେ ସୁସ୍ଥ ରହିବା ପାଇଁ ଉତ୍ତରପ୍ରଦେଶ ଗୋରଖପୁରରେ ୩୪୦ ଜଣ ମିଳିତ ଭାବେ ଦେହରେ କାଦୁଅ ବୋଳିି ହୋଇଛନ୍ତି। ଆରୋଗ୍ୟ ମନ୍ଦିର ପରିସରରେ...

ସିଲ୍‌ ହେଲା ନ୍ୟାଶନାଲ ହାଇଓ୍ବେ ଟୋଲ ପ୍ଲାଜା

ରାୟପୁର,୧୩।୩: ଛତିଶଗଡ଼ର ବସ୍ତର ଜିଲାର ଜାତୀୟ ରାଜପଥ-୩୦ର ବଡଇଗୁଡା ସ୍ଥିତ ଟୋଲ ପ୍ଲାଜା ନିକଟରେ ସୋମବାର କେତେକ ସ୍ଥୀନୀୟ ଲୋକ ତୀବ୍ର ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ...

ଲକ୍‌ଡାଉନ ପୂର୍ବରୁ ମଦ କାଉଣ୍ଟର ଆଗରେ ଲମ୍ବା ଧାଡ଼ି

ନୂଆଦିଲ୍ଲୀ,୧୯।୪ : ଦିଲ୍ଲୀରେ ସୋମବାର ରାତି ୧୦ଟାରୁ ଆରମ୍ଭ ହେବାକୁ ଯାଉଛି ୬ ଦିନିିଆ ଲକ୍‌ଡାଉନ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘୋଷଣା ପରେ ଦେଶର ରାଜଧାନୀ...

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯ା୫: ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପରେ ଜେଡିଏସ୍‌ ସୁପ୍ରିମୋ ଦେବେଗୌଡା କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଶନିବାର ସମର୍ଥନ କରିଛନ୍ତି।...

ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୨।୨: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଶନିବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏହାର କେନ୍ଦ୍ରସ୍ଥଳ ଉତ୍ତରକାଶୀରୁ...

Advertisement
Archives

Model This Week