ଭୁବନେଶ୍ୱରେ ପହଞ୍ଚିଲା ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୭।୫(ବ୍ୟୁରୋ): ଭୁବନେଶ୍ୱରରେ ଶୁକ୍ରବାର ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ। ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ ବୋଲି କୁହାଯାଇଛି । ରାଜ୍ୟରେ ଟିକାର ଅଭାବ ଥିବାରୁ ବିଭିନ୍ନ କେନ୍ଦ୍ର ସମ୍ମୁଖରେ ଲୋକ ଘଣ୍ଟା ଘଣ୍ଟା ଛିଡା ହୋଇ ନିରାଶ ହୋଇ ଫେରୁଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ଟିକାକରଣ ସୁରୁଖୁରୁରେ ଚାଲୁ ରଖିବା ପାଇଁ ଆହୁରି ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ଆସି ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ସ୍ପେଶାଲ ଡ୍ରାଇଭ: ୨୮ ଦିନରେ ୩୧୪୩ ମାମଲା

କଟକ ଅଫିସ, ୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ଓ ନିଶାମୁକ୍ତ କରିବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ରବିବାର କଟକ...

ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ

ପୁରୀ ଅଫିସ,୩୦।୧: ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶୁକ୍ରବାର ୭ଜଣ ପର୍ଯ୍ୟଟକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସ୍ଥାନୀୟ...

ନୂଆ ପ୍ରଭାରୀ ନିଯୁକ୍ତି ପରେ ବଢ଼ିଛି ଉତ୍ସାହ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡିଶା ଗସ୍ତ ସାରି ଫେରିଯିବାର ଦିନକ ପରେ ରାଜ୍ୟ ଭାଜପା ପ୍ରଭାରୀଙ୍କୁ ବଦଳାଇ ଆଉ ଜଣଙ୍କ...

ଭର୍ଚୁଆଲରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ଆଠଗଡ,୪।୧୧(ସ୍ବ.ପ୍ର.): ଆଜି ପଞ୍ଚକ ପ୍ରଥମ ଦିନରେ ବାବା ଧବଳେଶ୍ୱରଙ୍କୁ ଏଲ୍‌ଇଡିରେ ଦର୍ଶନ କରୁଛନ୍ତି ଭକ୍ତ। ଝୁଲା ପୋଲକୁ ବିପଦସଙ୍କୁଳ ଦର୍ଶାଇ ପୀଠ ଚାରିପଟେ ୧୪୪ ଧାରା...

ଏପ୍ରିଲ ୪ରୁ ସକାଳୁଆ କୋର୍ଟ; ଜାଣନ୍ତୁ କେଉଁଠି ହେବନାହିଁ ଲାଗୁ

କଟକ ଅଫିସ,୧୬।୩: ଏପ୍ରିଲ ୪ ତାରିଖରୁ ସକାଳୁଆ ହେବ ରାଜ୍ୟର ସମସ୍ତ ଅଧସ୍ତନ କୋର୍ଟ। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ଚାଲିବ।...

କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ

ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ...

୧୧ ଜିଲାକୁୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜୋରଦାର ହୋଇଛି। ସୋମବାର ୧୧ ଜିଲାକୁୁ ପୋଲିଂ ପାର୍ଟି ପଠାଯାଇଥିବା ବେଳେ ମଙ୍ଗଳବାର...

‘ଏଚ୍‌ଏସଟିଡିଭି’ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍‌ଏସଟିଡିଭି(ହାଇପର୍‌ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ...

Advertisement
Archives

Model This Week