Posted inଫୁରସତ

କୁକୁର ପାଇଁ ୨ ଲକ୍ଷ ଟଙ୍କାର ଶପିଂ

ଧନ ହେଉ କି ଖ୍ୟାତି, ଯଦି କୌଣସି ସଫଳତା ନିଜ ପରିଶ୍ରମରେ ହାସଲ କରାଯାଏ ତେବେ ଏହାର ମଜା ଅଲଗା ଥାଏ। ଆମେରିକାରେ ରହୁଥିବା ଯୁବତୀଙ୍କ ସହ ଏହା ହିଁ ଘଟିଛି। ସେ ଯୁବତୀ ଜଣଙ୍କ ଖୁବ୍‌ କମ ବୟସରେ କୋଟିପତି ହୋଇଛନ୍ତି ଏବଂ ବର୍ତ୍ତମାନ ସେ ରୋଜଗାରର ଏକ ବଡ଼ ଅଂଶକୁ ନିଜ ମନ ପସନ୍ଦ କାର୍ଯ୍ୟ ପୂରଣ କରିବାରେ ଖର୍ଚ୍ଚ କରୁଛନ୍ତି।
୨୩ ବର୍ଷୀୟା ଲିନସେ ଡୋନାଭାନ ମଡେଲିଂରୁ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ। ପରେ ମଡେଲିଂରୁ ଆସିଥିବା ଟଙ୍କା ରିଅଲ ଇଷ୍ଟେଟରେ ବିନିଯୋଗ କରିଥିଲେ। ଧୀରେ ଧୀରେ ଏଥିରେ ଭଲ ଲାଭ ଆସିବାକୁ ଲାଗିଲା। ଏହାଦ୍ୱାରା ସେ ଏତେ କମ୍‌ ବୟସରେ କୋଟିପତି ହୋଇଗଲେ। ନିକଟରେ ତାଙ୍କର ଗୋଟିଏ କାର୍ଯ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ସେ କୁକୁର ପାଇଁ ଜିନିଷବାକୁ ୪ ହଜାର କିମି ଯାତ୍ରା କରି ଲସ ଏଞ୍ଜେଲ୍ସର ରୋଡିଓ ଡ୍ରାଇଭକୁ ଯାଇଥିଲେ। ସେଠାରୁ ସେ କୁକୁର ପାଇଁ ପ୍ରାୟ ୨ ଲକ୍ଷ ଟଙ୍କା ସାମଗ୍ରୀ କିଣିଥିଲେ।
ଲିନସେ ମହଙ୍ଗା ଖର୍ଚ୍ଚ ପାଇଁ ଜଣାଶୁଣା। ସେ ସ୍ମାର୍ଟ ଶପିଂରେ ବିଶ୍ୱାସ କରନ୍ତି। ଲିନସେ କୁହନ୍ତି, ଆଜି ସେ ଯାହା ହାସଲ କରିଛନ୍ତି, ସେ ନିଜ ପରିଶ୍ରମ ସହିତ କରିଛନ୍ତି। ସେ ୧୦ ବର୍ଷ ବୟସରୁ କାମ କରିବାକୁ ଚାହୁଁଥିଲେ। ତାଙ୍କୁ ମାତ୍ର ୧୭ ବର୍ଷ ହୋଇଥିଲା, ସେ ଫ୍ୟାଶନ ଲାଇଭ ଷ୍ଟ୍ରିମିଂ କରି ପ୍ରାୟ ୪୨ ହଜାର ଟଙ୍କା ପର୍ଯ୍ୟନ୍ତ ରୋଜଗାର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri