ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ କଣମଣା ଗ୍ରାମର ଏସ୍‌. କ୍ରିଷ୍ଣା ରେଡ୍ଡୀ, ଆଉ ଜଣେ ହେଲେ ବଡ଼ ଆର୍ଯ୍ୟପଲ୍ଲୀ ଗ୍ରାମର ଏସ୍‌. ଚିନ୍ନା।

ମିଳିଥିବା ସୂଚନାନୁଯାୟୀ, କୌଣସି କାରଣ ବଶତଃ ବୁଧବାର ଅପରାହ୍ନରେ ଦୁଇଟି ବାଇକ୍‌ ଧକ୍କା ହୋଇଥିଲା। ଏଥିରେ ୪ ଜଣ ଆହତ ହୋଇଥିଲେ। ସେମାନଙ୍କ ଘଟଣାସ୍ଥଳରୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଛତ୍ରପୁର ମେଡିକାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଏସ୍‌. କ୍ରିଷ୍ଣା ରେଡ୍ଡୀଙ୍କ ଛତ୍ରପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଏସ୍‌ ଚିନ୍ନାଙ୍କ ବ୍ରହ୍ମପୁର ମେଡିକାଲରେ ମୃତ୍ୟୁ ଘଟିଥିଲା। ଆଉ ୨ ଜଣ ଆହତ ଅବସ୍ଥାରେ ଚିକିତ୍ସା ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri