କରୋନାରେ ଚାଲିଗଲା ୨ ଜୀବନ

ଭୁବନେଶ୍ବର,୯।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଜଣେ ରହିଥିବାବେଳେ ଅନ୍ୟ ଜଣେ ସୁନ୍ଦରଗଡର ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ଗତିବିଧି ନେଇ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷ ଗସ୍ତର ଦ୍ୱିତୀୟ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ବିଶ୍ୱର ଅଗ୍ରଣୀ ଇସ୍ପାତ୍‌ ଉପତ୍ାଦନକାରୀ ଏଭରାଜ୍‌ ଗ୍ରୁପର ସିଇଓ ଆଲେକ୍‌ଜାଣ୍ଡର ଫ୍ରୋଲୋଭ ଏବଂ...

ରାଜଧାନୀରୁ ୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୋଲିସ ସୋମବାର ୨୨୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ୨୫ ଲକ୍ଷ...

ଚିଲିକା ବିଧାୟକଙ୍କୁ ମିଳିଲା ଅନ୍ତରୀଣ ଜାମିନ

କଟକ ଅଫିସ,୨୨।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ୍‌। ହାଇକୋର୍ଟଙ୍କ ପକ୍ଷରୁ ଶୁକ୍ରବାର ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କରାଯାଇଛି। ଉନ୍ନତ...

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ଆଜି:ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର...

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ...

୧୨ ଘଣ୍ଟା ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ, ୧୭ା୬ ବାଲେଶ୍ୱର ଜିଲା ପୋଲିସ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ସହରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ଏହାର ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ୬ଟାରୁ ସନ୍ଧ୍ୟା...

ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା...

ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ

ବଣାଇ/ବଡ଼ବିଲ/ଟେନ୍‌ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ...

Advertisement
Archives

Model This Week