ପୋଲିସ ପିସ୍ତରୁ ଫୁଟିଲା ଗୁଳି: ଚାଲିଗଲା ୨ ଜୀବନ

ବିନକା,୬।୮: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଳି ମାଡ଼ରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତରୁ ଏହି ଗୁଳି ଫୁଟିଥିବା ଜଣାପଡିଛି। ଏପରିକି ବଚସାରୁ ଏହି ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ପୋଲିସ ଏକ ଖୋଲା ପଡ଼ିଆରୁ ୨ଜଣଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରି ଡାକ୍ତରଖାନା ପଠାଇଛି।

ସୂଚନା ଯୋଗ୍ୟ, ଉଭୟ ମୃତକ ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମର ବୋଲି ଜଣାପଡିଛି। ଏପରିକି ମୃତକ ଜଣକ ପୋଲିସ କନ୍‌ଷ୍ଟେବଲ୍‌ ହୋଇଥିବା ବେଳେ ସେ ପିଏସ୍‌ଓ ଥିବା ସୂଚନା ମିଳିଛି। ମୃତକ ୨ଜଣଙ୍କ ମୁଣ୍ଡରେ ଗୁଳି ବାଜିଛି। ମୃତକ ଦୁଇଜଣ ସମ୍ପର୍କୀୟ ଭାଇ ହୋଇଥିବା ଜଣାପଡିଛି। ହେଲେ କିଏ ଓରିଛ କାହିଁକି ଏହିକାଣ୍ଡ ଘଟାଇଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ। ଅନ୍ୟପକ୍ଷେ ପୋଲିସ ଅଧିକାରୀ ଡାକ୍ତରଖାନାରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri