ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି ରହିଥିବା ଜଣାପଡିଛି। ଆଜି ସକାଳ ପ୍ରାୟ ୬ରୁ ୭ଟା ମଧ୍ୟରେ ଏସଓଜି ଯବାନ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏହି ଗୁଳିବିନିମୟରେ ୨ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଏବେ ବି ସେଠାରେ ସର୍ଚ୍ଚ ଅପରେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri