ନାଡପାଲି ଜଙ୍ଗଲରୁ ୨ ମାଓବାଦୀ ଗିରଫ

ମାଲକାନଗିରି,୨ା୯(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସର ସର୍ଚ୍ଚ ଅପରେଶନ ବେଳେ ନାଡପାଲି ଜଙ୍ଗଲରୁ ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ କାକା କିସ୍ତା ଓ କଡତି ନରସ। ପୋଲିସ ଓ ସିଆରପିଏଫ୍‌ର ପକ୍ଷରୁ ଏହି ଜଙ୍ଗଲରେ ସର୍ଚ୍ଚ ଅପରେଶନ ବେଳେ ଦୁଇ ଜଣ ସନ୍ଧିଗ୍ଧ ବ୍ୟକ୍ତି ଯବାନଙ୍କୁ ଦେଖି ଲୁଚି ପଳାଇବାକୁ ଉଦ୍ୟମ କରୁଥିଲେ। ସେମାନଙ୍କୁ ସନ୍ଦହ କରି ଯବାନମାନେ କାବୁ କରି ନେଇଥିଲେ। ପଚରାଉଚରା କରିବାରୁ ସେମାନେ ଉଭୟେ ମାଓବାଦୀ ବୋଲି ଜଣାପଡିଥିଲା। ଉଭୟେ ବିଭିନ୍ନ ହିଂସାକାଣ୍ଡରେ ଜଡିତ ରହିଛନ୍ତି। କାକାଙ୍କ ଉପରେ ଜଣେ ଗ୍ରାମବାସୀଙ୍କୁ ଅପହରଣ ଓ ହତ୍ୟା ଅଭିଯୋଗ ରହିଛି। ସେମାନଙ୍କ ନାମରେ ସରକାର ପୂର୍ବରୁ ୧୦ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ

ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ...

ଆର୍‌ଏମ୍‌ସି ପକ୍ଷରୁ କୃଷକ ବଜାର ଲୋକାର୍ପିତ: ‘ଚାଷୀଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୨୮ା୧୧:  ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ପକ୍ଷରୁ ବୁଧବାର ଅପରାହ୍ନ ୧ଟା ୪୫ରେ କୈବଲ୍ୟ ବଜାର ଗାୟତ୍ରୀ ମନ୍ଦିର ନିକଟରେ ନବନିର୍ମିତ କୃଷକ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ

କୋରାପୁଟ,୧୫।୧୦(ସ୍ବ.ପ୍ର): କୋରାପୁଟ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ପ୍ରଦାନ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନସ୍‌ ମାଧ୍ୟମରେ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି...

ଧରିତ୍ରୀ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, ସାଇଙ୍କ ଚିକିତ୍ସା ପାଇଁ ବଢୁଛି ସହଯୋଗର ହାତ

ବରଗଡ଼ ଅଫିସ,୭।୧: ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧ ନିଗମାନନ୍ଦ ବିହାରସ୍ଥିତ ଏକ ଭଡ଼ାଘରେ ରହୁଥିବା ପୂଜା ୟାଦବ ଓ କଲ୍ଲୁ ୟାଦବଙ୍କ ଏକ...

ସହରକୁ ପଶୁଛି ଡ୍ରେନ୍‌ର ମଇଳା ପାଣି

ଭଞ୍ଜନଗର୨୦ା୩(ଡି.ଏନ୍‌.ଏ):ଭଞ୍ଜନଗର ସହରାଞ୍ଚଳ ଜନସ୍ବାସ୍ଥ୍ୟ ବିଭାଗର ଅବହେଳା ଯୋଗୁ ସହରବାସୀ ବିଭିନ୍ନ ସମୟରେ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି, ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ...

ତଳେ ଚାହିଁ ବସିଛି ମୃତ୍ୟୁ: ସରୁଡାଳରେ ଲଟକିଛି ଜୀବନ ଭିଡିଓ ଭାଇରଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା...

ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ।...

Advertisement
Archives

Model This Week