ବେଜିଂରେ କରୋନା ସଂକ୍ରମଣରେ ୨ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ…

ବେଜିଂ,୧୭।୧୨ : ଦୁନିଆରେ କରୋନା ସଂକ୍ରମଣ ବର୍ତ୍ତମାନ ଧୀରେ ଧୀରେ ହ୍ରାସ ପାଉଛି। ତଥାପି, ବିପଦ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରୂପେ ଦୂର ହୋଇନାହିଁ। ନିକଟରେ କରୋନାରେ ଆକ୍ରାନ୍ତ ହୋଇ ଚାଇନାର ଦୁଇ ପୂର୍ବତନ ଗଣମାଧ୍ୟମ ପ୍ରତିନିଧିଙ୍କର ବେଜିଂରେ ମୃତ୍ୟୁ ଘଟିଛି। ଶୁକ୍ରବାର ସ୍ଥାନୀୟ ଗଣମାଧ୍ୟମ ଏହାର ରିପୋର୍ଟ ଦେଇଛି। ଡିସେମ୍ବର ୭ ରେ ଅଧିକାଂଶ ମହାମାରୀ ନିୟନ୍ତ୍ରଣ ନୀତି ହଟାଯିବା ପରେ ପ୍ରଥମ ମୃତ୍ୟୁ ହୋଇଥିବା ଜଣାଯାଇଛି।
ପିପୁଲ୍ସ ଡେଲିର ୭୪ ବର୍ଷିୟ ପୂର୍ବତନ ସାମ୍ବାଦିକ ୟାଙ୍ଗ ଲିଆଙ୍ଗହୁଙ୍କର ଡିସେମ୍ବର ୧୫ରେ ଦେହାନ୍ତ ହୋଇଥିବାବେଳେ ଚାଇନା ୟୁଥ ଡେଲିର ପୂର୍ବତନ ସମ୍ପାଦକ ଜୋ ଜିଚୁନଙ୍କର ଡିସେମ୍ବର ୮ ରେ ଦେହାନ୍ତ ହୋଇଛି। ପତ୍ରିକା କାଇସିନ ଅନୁଯାୟୀ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା।

ଏହାପୂର୍ବରୁ, କରୋନା ନିୟମରେ ଅଳସୁଆତା ହେତୁ ଚାଇନାରେ ଏକ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଶି ଜିନପିଙ୍ଗ ସରକାରଙ୍କୁ କୋଭିଡ କେୟାର ସେଣ୍ଟର ସଂଖ୍ୟା ବୃଦ୍ଧି କରିବାକୁ ପଡିଥିଲା। ଏହା ବ୍ୟତୀତ ଡାକ୍ତରଖାନାଗୁଡ଼ିକରେ ସ୍ବାସ୍ଥ୍ୟ ସେବାକୁ ମଜବୁତ କରାଯାଇଥିଲା। ରାଷ୍ଟ୍ରପତି ଜିନପିଙ୍ଗଙ୍କ ସରକାର ଏହା ସ୍ପଷ୍ଟ କରିଛନ୍ତି ଯେ କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଏହା ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଭାରତ ପାଖରେ ଅଛି କେତେ ପରମାଣୁ ଅସ୍ତ୍ର, ଆସିଲା ନୂଆ ରିପୋର୍ଟ: ଚାଇନା-ପାକିସ୍ତାନକୁ ଲାଗିପାରେ ୪୪୦ ଭୋଲ୍ଟର ଝଟ୍‌କା

ନୂଆଦିଲ୍ଲୀ,୯।୬: ଅସ୍ତ୍ରଶସ୍ତ୍ର ଉପରେ ନଜର ରଖୁଥିବା ଏକ ବିଶ୍ୱସ୍ତରୀୟ ସଂସ୍ଥା SIPRIର ଭାରତକୁ ନେଇ ଏଲକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଭାରତ ଅତିକମ୍‌ରେ ବ୍ୟବହାର ପାଇଁ ୧୨ଟି…

ଧମାକା କରିବେ ସନ୍ନି: ଦର୍ଶକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri