ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ ଓ ଜଣେ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ୨ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ରୀ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ମିଳିଥିବା ସୁଚନା ମୁତାବକ, ଆନ୍ଧ୍ରପ୍ରଦେଶର ଆଲୁରି ଜିଲାର ତରଙ୍ଗିନୀ ଜଳପ୍ରପାତକୁ ଏଲୁର ମେଡିକାଲ କଲେଜର ୧୩ଜଣ ଛାତ୍ରୀଛାତ୍ର ବୁଲିବାକୁ ଆସିଥିଲେ। ତେବେ ସମସ୍ତେ ଜଳପ୍ରପାତ ନିକଟରେ ବସିଥିବା ବେଳେ ହଠାତ୍‌ ପ୍ରଖର ସ୍ରୋତ ମାଣି ଆସିବାରୁ ସ୍ରୋତରେ ୪ଜଣ ଛାତ୍ରୀ ଓ ଜଣେ ଛାତ୍ର ପାଣିରେ ଭାସି ଯାଇଥିଲେ। ସେଠାରୁ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ତିନିଜଣ ନିଖୋଜ ହୋଇଯାଇଥିଲେ। ଉଦ୍ଧାର ବେଳେ ଦୁଇଜଣ ଛାତ୍ରୀଙ୍କ ମୃତଦେହ ମିଳିଛି। ବର୍ତ୍ତମାନ ସୁଦ୍ଧା ଜଣେ ଛାତ୍ରୀ ନିଖୋଜ ଥିବା ଜଣାପଡିଛି। ଉଦ୍ଧାର ହୋଇଥିବା ଦୁଇଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଏହି ଘଟଣା ରବିବାର ସନ୍ଧ୍ୟାରେ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri