ପ୍ରତି ୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨ ପୁରୁଷ: ମହିଳାଙ୍କ ମୃତ୍ୟୁ ହାର ଅଧିକ

ନୂଆଦିଲ୍ଲୀ, ୨୫।୬: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଦେଶରେ ପ୍ରତି ୩ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ପୁରୁଷ ରହିଛନ୍ତି। ଏନେଇ ଗ୍ଲୋବାଲ ହେଲଥ୍‌ ସାଇନ୍ସ୍‌ ପତ୍ରିକା ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ମହିଳାଙ୍କ ମୃତ୍ୟୁ ହାର ଅଧିକ ରହୁଥିବା ଏଥିରେ ପ୍ରକାଶ ପାଇଛି। ଦେଶରେ ପ୍ରତି ୧୦୦ ଜଣ ମହିଳାଙ୍କ ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ହେଉଛନ୍ତି। ମେ ୨୦ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ତଥ୍ୟକୁ ସର୍ଭେରେ ଅନ୍ତର୍ଭୁକ୍ତ କରାଯାଇଛି। ରିପୋର୍ଟ ଅନୁସାରେ ମେ ୨୦ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତ ମହିଳାଙ୍କ ସଂଖ୍ୟା ୩୮ ହଜାର ୩୭୩ ଥିବାବେଳେ ପୁରୁଷଙ୍କ ସଂଖ୍ୟା ୭୩ ହଜାର ୬୫୪ ରହିଥିଲା। ସେଥିମଧ୍ୟରୁ ୧,୨୬୮ ଜଣ ମହିଳା ଏବଂ ୨,୧୬୫ ପୁରୁଷଙ୍କର ମୃତ୍ୟୁ ଘଟିଥିଲା। ମହିଳାଙ୍କ ମୃତ୍ୟୁ ହାର ୩.୩ ପ୍ରତିଶତ ଥିବାବେଳେ ପୁରୁଷଙ୍କ ମୃତ୍ୟୁ ହାର ୨.୯ ରହିଥିଲା। ହାରାହାରି ମୃତ୍ୟୁ ୩.୧ ପ୍ରତିଶତ ରହିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦାଙ୍କ ପରେ ପୁତୁରା କରୋନା ଆକ୍ରାନ୍ତ ଚିହ୍ନଟ, ଗ୍ରାମବାସୀ ଭୟଭୀତ

ନିରାକାରପୁର,୬ା୬(ଡି.ଏନ୍‌.ଏ.): କିଛିଦିନ ତଳେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଯାଜପୁର ଗ୍ରାମରେ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ...

ସାନ୍ତାଙ୍କଠାରୁ ଉପହାର ଗ୍ରହଣ କରିବା ପଡିଲା ମହଙ୍ଗା ୧୫୭ ଜଣ କରୋନାରେ ପୀଡ଼ିତ!

ବ୍ରସେଲସ,୨୭ ।୧୨: ଖ୍ରୀଷ୍ଟମାସରେ ସାନ୍ତା କ୍ଲଜଙ୍କଠାରୁ ଉପହାର ଗ୍ରହଣ କରିବାର ପରମ୍ପରା ରହିଛି । ହେଲେ ଚଳିତ ବର୍ଷ ଜଣେ କରୋନା ସଂକ୍ରମିତ ସାନ୍ତାଙ୍କଠାରୁ ଉପହାର...

ଫାଷ୍ଟଟ୍ରାକ କୋର୍ଟକୁ ଟ୍ରାନ୍ସଫର ହେଲା ଜ୍ଞାନବ୍ୟାପି ମାମଲା: ୩୦ ମେ’ରେ ପରବର୍ତ୍ତି ଶୁଣାଣି

ବାରାଣସୀ,୨୫ ।୫: ବହୁ ଚର୍ଚ୍ଚିତ ଜ୍ଞାନବ୍ୟାପି ମସଜିଦ ମାମଲାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ସମୟ ନଷ୍ଟ ନ କରି କୋର୍ଟଙ୍କ...

ଏହି ସହରରେ ପୁଣି ଥରେ ବ୍ୟାପିଲା କରୋନା ସଂକ୍ରମଣ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସମଗ୍ର ବିଶ୍ୱ କରୋନା ବିରୋଧରେ ଯୁଦ୍ଧ କରୁଛି। ଦିନକୁ ଦିନ ଅବସ୍ଥା ଅଧିକ ଜଟିଳ ହେବାରେ ଲାଗିଛି। କରୋନା ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ...

ଚଳନ୍ତା ବସ୍‌ରୁ ଯୁବତୀଙ୍କୁ କାହିଁକି ଫୋପାଡିଲେ କଣ୍ଡକ୍ଟର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ୍‌ ପ୍ରକୋପ ସାରା ଦେଶରେ ଜାରି ରହିଛି। ପ୍ରତିଦିନ ନୂଆ ନୂଆ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଏଥିରେ କେତେକଙ୍କ ଜୀବନ ମଧ୍ୟ...

କଂଗ୍ରେସ ନେତା ହନୁମନ୍ଥ ରାଓ କରୋନା ସଂକ୍ରମିତ

ହାଇଦ୍ରାବାଦ,୨୧।୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭି ଅନୁମନ୍ଥା ରାଓ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଟେଲିଫୋନ ଯୋଗେ...

ଉର୍ଦ୍ଦୁ ଶ୍ରୀମଦ୍‌ ଭାଗବତ ଗୀତାକୁ ୧୨୧ ବର୍ଷ ହେଲା ରଖିଛନ୍ତି ମୁସଲମାନ୍‌ ପରିବାର

ଭୋପାଳ,୧୮।୧୧: ଭାରତ ସବୁବେଳେ ଭିନ୍ନତାରେ ଏକତାର ଉଦାହରଣ ସୃଷ୍ଟି କରିଥାଏ। ମଧ୍ୟପ୍ରଦେଶରେ ଏକ ମୁସଲମାନ୍‌ ପରିବାର ୧୨୧ ବର୍ଷ ହେଲା ଉର୍ଦ୍ଦୁରେ ରଚିତ ଶ୍ରୀମଦ୍‌ ଭାଗବତ...

ମୂସାଙ୍କ ଜାଗା ନେଲେ ହାରୁନ ଆବାସ୍‌

ଶ୍ରୀନଗର, ୭।୬: ଆତଙ୍କବାଦୀ ସଂଗଠନ ଅଲକାଏଦାର କଶ୍ମୀର ୟୁନିଟ୍‌ କମାଣ୍ଡର ମୂସା ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହେବା ପରେ ତାଙ୍କ ସ୍ଥାନରେ ହାରୁନ ଆବାସ୍‌ଙ୍କୁ ନିଯୁକ୍ତି...

Advertisement
Archives

Model This Week