Posted inରାଜ୍ୟ

ରାଜ୍ୟରେ ୨୦ ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର,୨୪।୩ : ରାଜ୍ୟରେ ଚାଲିଥିବା କୋଭିଡ୍‌-୧୯ ଟିକାକରଣ ପ୍ରକ୍ରିୟାରେ ଭାକ୍ସିନ ନେଇଥିବା ଲୋକଙ୍କ ସଂଖ୍ୟା ବୁଧବାର ୨୦ ଲକ୍ଷ ଅତିକ୍ରମ କରିଛି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ପାଇଁ ଓଡ଼ିଶାକୁ ଲାଗିଛି ୫୬ ଦିନ। ପ୍ରଥମ ୧୦ ଲକ୍ଷ ଡୋଜ ଦେବା ପାଇଁ ୪୫ ଦିନ ଲାଗିଥିଲା। କିନ୍ତୁ ପରବର୍ତ୍ତୀ ୧୦ ଲକ୍ଷ ଲୋକଙ୍କୁ ମାତ୍ର ୧୧ ଦିନରେ ଦିଆଯାଇଛି କୋଭିଡ୍‌ ଟିକା। ସ୍ବାସ୍ଥ୍ୟକର୍ମୀ, କରୋନା ଯୋଦ୍ଧା ଓ ବିଭିନ୍ନ ବୟସ ବର୍ଗର ନଗରିକଙ୍କୁ ଏପର୍ଯ୍ୟନ୍ତ ଟିକା ଦିଆଯାଇଛି। ଏଥି ନେଇ ଟିକାକରଣ ପ୍ରକ୍ରିୟାରେ କାର୍ଯ୍ୟ କରୁଥିବା ପୂରା ଦଳକୁ ଶ୍ରେୟ ଦେଇଛି ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଶାସକ ଦଳକୁ ବିଷ୍ଣୁ, ସୁରେଶଙ୍କ ସମାଲୋଚନା

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିସାରିଛନ୍ତି। ଏହା ଉପରେ ସୋମବାରଠାରୁ ବିଧାନସଭାରେ ଆଲୋଚନା ଆରମ୍ଭ ହୋଇଛି। ଅଧିବେଶନର ଦ୍ୱିତୀୟାର୍ଦ୍ଧରେ...

ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ...

ଅଗଷ୍ଟ ୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଅଗଷ୍ଟ ୫ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ...

ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି...

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ପାଇଁ ୨୦ରୁ ଦୂରଦର୍ଶନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓଆର୍‌ଏସ୍‌ଏସି) ଦ୍ୱାରା ପ୍ରସ୍ତୁତ ଶିକ୍ଷାଭିତ୍ତିକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଦୂରଦର୍ଶନ ମାଧ୍ୟମରେ ପ୍ରସାରିତ...

ପାହାଡ଼ ଉପରେ ପିଲା ପଢୁଛନ୍ତି ପାଠ: ୩୦୯୩ ଗାଁରେ ନିର୍ମାଣ ହେବ ୪୮୩ ଟେଲିଫୋନ ଟାୱାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଗାଁଗୁଡ଼ିକରେ ଟେଲିଫୋନ୍‌ ଟାୱାର ନ ଥିବାରୁ ବିଧାନସଭାରେ ଉଭୟ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବର୍ତ୍ତମାନ ପ୍ରତ୍ୟେକ କାମ ଇଣ୍ଟରନେଟ୍‌ ଜରିଆରେ କରାଯାଉଛି।...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ଡବଲ୍‌ ଷ୍ଟାଣ୍ଡାର୍ଡ କହିଲେ ନିରଞ୍ଜନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ସମର୍ଥନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ପିସିସି...

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ...

Advertisement
Archives

Model This Week