ଗାଧୋଇବାକୁ ଯାଇ ନଦୀରେ ଭାସିଗଲେ ୨ ନାବାଳକ

କଟକ,୨ା୧୧: ଖାନନଗର ନିକଟ କାଠଯୋଡ଼ିରେ ୨ ନାବାଳକ ରବିବାର ନିଖୋଜ ହୋଇଯାଇଛନ୍ତି। ଏହି ଦୁଇ ନାବାଳକ କାଠଯୋଡ଼ି ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ଭାସି ନିଖୋଜ ଅଛନ୍ତି। ନିଖୋଜ ଦୁଇ ନାବାଳକ ଭଗତପୁର ଅଞ୍ଚଳର ବୋଲି ସୂଚନାରୁ ଜଣାପଡ଼ିଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?