ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍‌ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା ଦୁଇ ନାବାଳକଙ୍କୁ ଧରି ପଚରାଉଚରା ପରେ ସେ ମାନିଥିବା ବେଳେ ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି।

ମିଳିଥିବା ସୂଚନାନୁସାରେ, ଏହି ଘରଟି ନଦୀବନ୍ଧ ପାର୍ଶ୍ୱରେ ହୋଇଥିବା ବେଳେ ଏହାର ପାଖରେ ବିଶେଷ ଘର ନାହିଁ। ଭୋର୍‌ ସମୟରେ ଘରୁ ଚୋରି ହୋଇଥିବା ଜାଣି ପରିବାର ଲୋକେ ଘର ପଛପଟ ରାସ୍ତା ଦେଇ ଚୋରି କରି ଯାଇଥିବା ସନ୍ଦେହ ପରେ ପରିବାର ଲୋକେ ଓ ଗ୍ରାମବାସୀ ମିଳିତ ଭାବେ ଦୁଇ ନାବାଳକଙ୍କୁ କାବୁ କରିଥିଲେ। ସୁନା ଅଳଙ୍କାର ସହ ଟଙ୍କା ଚୋରି ହୋଇଥିବା ପରିବାର ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ଏହି ଦୁଇ ନାବାଳକଙ୍କ ସହ ଅନ୍ୟ ଦୁର୍ବୃତ୍ତ ସାମିଲ ଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଥିବା ଥାନାଧିକାରୀ ରଞ୍ଜନ କୁମାର ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri