ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଚାଲିଗଲା ୨ ନାବାଳକଙ୍କ ଜୀବନ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ କ୍ଷେତରେ ଖଞ୍ଜା ଯାଇଥିବା ୟୁଜିବି ଲ୍ୟାଣ୍ଡମାଇନ୍‌ ସଂସ୍ପର୍ଶରେ ଆସି ସୋମବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୋଡଗା ଗ୍ରାମର ଲକ୍ଷ୍ମଣ ଓୟାମ (୧୩) ଓ ବେଟି ଓୟାମ (୧୧)।

ମିଳିଥିବା ସୂଚନା ମୁତାବକ, ବିଜାପୁର ଜିଲା ଇନ୍ଦ୍ରାବତୀ ନଦୀ ଅପର ପାର୍ଶ୍ୱରେ ଥିବା ବୋଡଗା ଗ୍ରାମର ଏକ କ୍ଷେତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହେବା ଫଳରେ ଘଟଣାସ୍ଥଳରେ ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଗ୍ରାମ ପାଖ କ୍ଷେତ ନିକଟରେ ନାବାଳକ ଦ୍ୱୟ ଖେଳୁଥିବା ବେଳେ ହଠାତ୍‌ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହୋଇଥିତ୍ଲା। ଫଳରେ ଦୁହିଁଙ୍କର ମୃତ୍ୟୁ ଘଟିଥିଲା। ଘଟଣାର ତଦନ୍ତ ଚାଲିଥିବା ବିଜାପୁର ଏସ୍‌ପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri