୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିବାରୁ ତାଙ୍କୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ଅନ୍ୟ ଜଣେ ନାବାଳକଙ୍କୁ ବ୍ରହ୍ମପୁରସ୍ଥିତ ବାଳସୁଧାର ଗୃହକୁ ପଠାଯାଇଛି। ନାବାଳିକା ଦ୍ୱୟ ସମ୍ପର୍କୀୟ ଭଉଣୀ ବୋଲି ଜଣାପଡିଛି।
ମିଳିଥିବା ସୂଚନା ଅନୁଯାୟୀ, ଗତ ୧ ତାରିଖରେ ନାବାଳିକା ଦ୍ୱୟ ଏକାଠି ଘରେ ଶୋଇଥିବା ବେଳେ ନାବାଳକ ଦ୍ୱୟ ତାଙ୍କୁ ଉଠାଇ ନେଇ ବଳାତ୍କାର କରିଥିଲେ। ଏପରିକି ସେମାନେ ପୀଡ଼ିତାଙ୍କୁ ଧମକ ଦେଇ ପଳାଇଥିଲେ। ଘଟଣାର ଦିନକ ପରେ ପୀଡିତା ପରିବାର ଲୋକଙ୍କୁ କହିଥିଲେ। ଏନେଇ ପରିବାର ଲୋକେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଏହାର ସମାଧାନ ନେଇ ଗାଁରେ ଏକ ବୈଠକ ହୋଇଥିଲା। ହେଲେ ନାବାଳକ ଦ୍ୱୟ ଆସି ନ ଥିଲେ। ପରେ ପୀଡ଼ିତାଙ୍କ ପରିବାର ଲୋକେ ଉମରକୋଟ ଥାନାରେ ଶୁକ୍ରବାର ଏତଲା ଦେଇଥିଲେ। ପୋଲିସ ୨ଟି ମାମଲା(ନଂ.୨୦୫/୨୧ ଓ ୨୦୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳ ପୋଲିସ ସ୍ତରରେ ଅଦଳବଦଳ

ଅନୁଗୋଳ ଅଫିସ, ୨୭।୫- ଅନୁଗୋଳ ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ୧୪ ଜଣ ସବ୍‌ଇନ୍ସପେକ୍ଟର ଓ ଜଣେ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ଅଦଳବଦଳ କରାଯାଇଛି। ଅନୁଗୋଳ ହେଡ୍‌...

ପୁଣି ରେଡ୍‌ ଜୋନ୍‌କୁ ଫେରିଲା ଖୋର୍ଦ୍ଧା, ଚିନ୍ତା ବଢ଼ାଉଛି ଆକ୍ଟିଭ୍‌ କେସ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ। ବୁଧବାର ୬୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨୩ ସଂକ୍ରମିତ ରହିଥିଲେ। ଏଥିନେଇ ଖୋର୍ଦ୍ଧା ପୁଣି...

ଦିବଂଗତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୫ା୪(ବ୍ୟୁରୋ): ବୁଧବାର ରାଷ୍ଟ୍ରପତି ଭବନରେ ୨୦୨୩ର ଦିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକପ୍ରିୟ ଦିବଂଗତ  କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କୁ...

ଘିଅ କମ୍ପାନୀ ଉପରେ ଚଢ଼ାଉ, ୧୪୪୮ କିଲୋରୁ ଅଧିକ ନକଲି ଗୁଆଘିଅ, ସସ୍‌ ଜବତ

ଚୌଦ୍ୱାର,୧୪।୯(ଡି.ଏନ.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକା ୯ ନମ୍ବର ୱାର୍ଡ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ରାସ୍ତାରେ ଥିବା ଏକ ନକଲି...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୯୯ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ...

ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍‌ ଆମ୍ବେଡକର ରାଇଟ୍‌ ଫୋରମ୍‌ ଏବଂ...

୪୧୩ ଗାଁ ପ୍ରଭାବିତ, ୧୦୭୩୯ ହେକ୍ଟର ଚାଷ ନଷ୍ଟ

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲାରେ ଗତ ସେପ୍ଟେମ୍ବରରେ ହୋଇଥିବା ଦୁଇଟି ଲଘୁଚାପଜନିତ ବର୍ଷା ଓ ବନ୍ୟାରେ ୩୦କୋଟିର କ୍ଷୟକ୍ଷତି ହୋଇଥିବା ନେଇ ଜିଲା ପ୍ରଶାସନ ରାଜ୍ୟ...

ବନ୍ୟାପାଣିରେ ଚାଲିଗଲା ଶିଶୁପୁତ୍ରଙ୍କ ଜୀବନ

ହାଟଡିହୀ,୩l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ବନ୍ୟା ପାଣିରେ ବୁଡ଼ି ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋସୋ ଥାନା ସଙ୍ଗମ ଗ୍ରାମ...

Advertisement
Archives

Model This Week