ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ହେଲେ ଘରେ ଥିବା ୨ ମାସର ଶିଶୁଙ୍କ ସହ ପରିବାରର ୫ ସଦସ୍ୟ ବର୍ତ୍ତି ଯାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଶୁଭେନ୍ଦୁ ପରିବାର ସହ ଏକ ଟିଣ ଛପର ଘରେ ରହୁଥିଲେ। ରବିବାର କୌଣସି କାରଣବଶତଃ ଘର ଭିତରୁ ଧୂଆଁ ବାହାରୁଥିବା ପରିବାର ଲୋକେ ଲକ୍ଷ୍ୟ କରିଥିଲେ।

ସେହି ସମୟରେ ଘରେ ୨ ମାସର ଶିଶୁ ଶୋଇଥିଲା। ଗ୍ରାମବାସୀ ଓ ପରିବାର ଲୋକେ ଘର ଭିତରେ ପଶି ଶିଶୁଟିକୁ ଉଦ୍ଧାର କରିଛନ୍ତି। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଗ୍ରାମବାସୀଙ୍କ ଚେଷ୍ଟା ସତ୍ତ୍ୱେ ଆୟତ୍ତ ହୋଇପାରି ନ ଥିଲେ। ଖବର ପାଇ ଫୁଲବାଣୀ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସକାଳ ସମୟ ହୋଇଥିବାରୁ ଏକ ବଡ଼ ଅଘଟଣ ରୋକାଯାଇପାରିଲା। ଏନେଇ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri