ଆଉ ୨ଦିନ ବର୍ଷା, ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ ସୂଚନା…

ଭୁବନେଶ୍ୱର,୨୪।୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ସୋମବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି। ଏହିସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିପାରେ। ସେହିପରି ୩୦ରୁ ୪୦ କି.ମି. ବେଗରେ ପବନ ସହ ଘଡ଼ଘଡ଼ି ଓ ବିଜୁଳି ପାଇଁ କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢ଼େଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri